Posted inଫୁରସତ

ଉଡୁଥିବା ସମୟରେ ହଠାତ୍‌ ମଝି ଆକାଶରେ ଅଟିକଗଲା ପ୍ଲେନ୍‌….

ଯଦି ଆକାଶରେ ଉଡୁଥିବା ବିମାନଟି ହଠାତ୍‌ ବନ୍ଦ ହୋଇଯାଏ, ତେବେ ଯେକେହି ନର୍ଭସ ହେବା ସ୍ବଭାବିକ । ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଠାରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସାନ ଫ୍ରାନ୍ସିସ୍କୋର ଏହି ଭିଡିଓ ପ୍ରାୟ ଦୁଇମାସ ପୂର୍ବରୁ ରେଡ୍ଡିଟ୍ରେରେ ଶେୟାର କରାଯାଇଥିଲା। ପରେ ଏହାକୁ କ୍ରମାଗତ ଭାବରେ ସୋସିଆଲ ମିଡିଆରେ ଶେୟାର କରାଯାଉଛି, ଯାହା ଅନ୍ୟ ବିମାନରେ ବସିଥିବା ଜଣେ ଯାତ୍ରୀଙ୍କ ଦ୍ୱାରା ଲାଇଭ ଶୁଟ୍‌ କରାଯାଇଥିଲା।

ଭିଡିଓରେ ଏହା ସ୍ପଷ୍ଟ ଭାବେ ଦେଖାଯାଉଛି ଯେ, ଉଡ଼ୁଥିବା ବିମାନ ହଠାତ୍‌ ଆକାଶରେ ଅଟକିଯାଉଛି । ଭିଡିଓ ଦେଖିବା ପରେ ଲୋକଙ୍କ ବିଭିନ୍ନ ପ୍ରତିକ୍ରିୟା ଆସୁଛି। କିଛି ଲୋକ ଏହାକୁ ପ୍ରାକୃତିକ ଶକ୍ତି କହିଥିବା ବେଳେ କେତେକ ଏହାକୁ ବୈଷୟିକ ତ୍ରୁଟି ବୋଲି କହୁଛନ୍ତି।

ବାସ୍ତବରେ, ଏହି ଭିଡିଓରେ ପାଇରାଲକ୍ସ ଗତି ପ୍ରଭାବ ଯୋଗୁ ବିମାନ ବନ୍ଦ ହୋଇଥିବା ଦେଖାଯାଏ । ଆଖିର ଦୃଶ୍ୟର କୋଣ ୧୨୦ ଡିଗ୍ରୀ ଅଟେ, ଆମେ ସେହି କୋଣ ଭିତରେ ଯେକୌଣସି ବସ୍ତୁ ଦେଖିବାକୁ ସକ୍ଷମ ହୋଇଥାଉ। ଏପରି ପରିସ୍ଥିତିରେ, ଯଦି କୌଣସି ବସ୍ତୁ ୧୨୦ ଡିଗ୍ରୀ ଦୂରରୁ ଆସୁଛି, ତେବେ ଆମକୁ ଏହାର ଗତି ଧୀର କିମ୍ବା ବନ୍ଦ ହୋଇଯିବାର ଭ୍ରମସୃଷ୍ଟି ହୋଇଥାଏ ।

 

View this post on Instagram

 

A post shared by The Tatva (@thetatvaindia)


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri