ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଓମ୍‌ସା

କେନ୍ଦ୍ରାପଡ଼ା ଅଫିସ, ୧୫ା୮: ଓଡିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା) ପକ୍ଷରୁ ଶୁକ୍ରବାର ଟାଉନ ଥାନା ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଓମ୍‌ସା କର୍ମକର୍ତ୍ତା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଗତ ୩୧ ତାରିଖ ରାତିରେ ଟାଉନ ଥାନା ପୋଲିସ ସ୍ଥାନୀୟ ଡାକ୍ତରଙ୍କ ବିରୋଧରେ ଅମାନବୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସୀମିତ ଅବଧି ମଧ୍ୟରେ ଏ ନେଇ କାର୍ଯ୍ୟାନୁଷ୍ଠାନ ନ ହେଲେ ପରବର୍ତ୍ତୀ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି ନିଷ୍ପତ୍ତି ହୋଇଛି। ଓମ୍‌ସା ଜିଲା ଶାଖା ସଭାପତି ଡା. ଅଶୋକ କୁମାର କର ଓ ସମ୍ପାଦକ ସଞ୍ଜିତ କୁମାର ସେଠୀ କହିଛନ୍ତି ଯେ, ଆସୋସିଏଶନର ଡା. ଦେବାଶିଷ ସାହୁ ଓ ଡା. ଶିବାଶିଷ ସାହୁଙ୍କୁ ଗତ ୩୧ ତାରିଖ ରାତିରେ ଗିରଫ ସହ ମାଡ଼ ମରାଯାଇଛି। ପୁଣି ଏହାର ଫଟୋ ଭାଇରାଲ କରି ସାମାଜିକ ପ୍ରତିଷ୍ଠା ଉପରେ ଆଞ୍ଚ ଆଣିଛନ୍ତି ା ଥାନାର ଏ ପ୍ରକାର ମାନସିକତା ଗ୍ରହଣଯୋଗ୍ୟ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri