ଡେଲ୍ଟାଠୁ ୬ଗୁଣ ସଂକ୍ରାମକ ଓମିକ୍ରନ୍‌

ହାଇଦ୍ରାବାଦ, ୩୦ା୧୧: ସମଗ୍ର ବିଶ୍ୱକୁ ଡରାଇଥିବା କୋଭିଡ୍‌ ନୂଆ ଭାରିଆଣ୍ଟ ବି.୧.୧.୫୨୯ ବା ‘ଓମିକ୍ରନ’ ଦ୍ୱିତୀୟ ଲହରରେ ଆସିଥିବା ‘ଡେଲ୍ଟା’ ଭାରିଆଣ୍ଟଠାରୁ ୬ଗୁଣା ଅଧିକ ସଂକ୍ରାମକ। ମନୋକ୍ଲୋନାଲ ଆଣ୍ଟିବଡି ଥେରାପି କିମ୍ବା କକ୍‌ଟେଲ୍‌ ଚିକିତ୍ସା ଓମିକ୍ରନ ସଂକ୍ରମିତଙ୍କଠାରେ ପ୍ରଭାବୀ ହୋଇ ନ ପାରେ ବୋଲି ବିଶେଷଜ୍ଞମାନେ ଆଳକନ କରିଛନ୍ତି। ରୋଗ ପ୍ରତିରୋଧକ ଶକ୍ତିଠାରୁ ଏହା ଅଧିକ ପ୍ରଭବୀ। ଏହା ଭାକ୍ସିନ ବ୍ରେକଥ୍ରୁ ସଂକ୍ରମଣ ଘଟାଇପାରେ। ଡେଲ୍ଟା ପ୍ଲସ୍‌ ଉପରେ ଟିକାର ପ୍ରଭାବ ଅପେକ୍ଷାକୃତ କମ୍‌ ରହିଥିଲା। ଆଇଜିଆଇବିର ବିଶେଷଜ୍ଞ ମର୍ସି ରୋଫିନାଙ୍କ ଅନୁସାରେ, ଓମିକ୍ରନରେ ୩୨ ସ୍ପାଇକ୍‌ ସହ ମୋଟ ୫୩ ପ୍ରକାର ଭାରିଆଣ୍ଟ ରହିଛି। ସେଥିରୁ ଅଧିକାଂଶ ଭାରିଆଣ୍ଟ ରୋଗ ପ୍ରତିରୋଧକ ଶକ୍ତିକୁ ପ୍ରତିହତ କରିବାରେ ସକ୍ଷମ ବୋଲି ସେ ଟୁଇଟ୍‌ କରିଛନ୍ତି। ଅନ୍ୟପକ୍ଷରେ ଇସ୍ରାଏଲରେ ଚିହ୍ନଟ ଜଣେ ଓମିକ୍ରନ ସଂକ୍ରମିତ ପୂର୍ବରୁ ଟିକାର ସମସ୍ତ ଡୋଜ୍‌ ସମେତ ବୁଷ୍ଟର ଡୋଜ୍‌ ମଧ୍ୟ ନେଇଥିଲେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri