ଟିକା ନେଇ ନ ଥିବା ଲୋକଙ୍କ ପାଇଁ ଘାତକ ହେବ ଓମିକ୍ରନ୍‌: ଡବ୍ଲୁଏଚଓ

ଜେନେଭା,୨୪ ।୧: କରୋନା ସଂକମ୍ରଣ ମାମଲା କିଛିଦିନ ହେବ ୩୩ ପ୍ରତିଶତ ବୃଦ୍ଧି ହୋଇଛି । ସେହିପରି ଏହାଯୋଗୁ ମୃତ୍ୟୁ ସଂଖ୍ୟାରେ ବି ୪୪ ପ୍ରତିଶତ ବୃଦ୍ଧି ହୋଇଛି । ତେବେ ସାରା ଦେଶରେ ସଂକ୍ରମଣ ୮ ପ୍ରତିଶତ ଓ ମୃତ୍ୟୁ ସଂଖ୍ୟାରେ ୭ ପ୍ରତିଶତ ବୃଦ୍ଧି ହୋଇଛି । ଇତିମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ଜଣେ ଶୀର୍ଷ ଅଧିକାରୀ କରୋନା ଟିକା ନ ନେଇଥିବା ଲୋକଙ୍କୁ ଚେତାବନୀ ଦେଇଛନ୍ତି । ଡବ୍ଲୁଏଚଓର ଟେକନିକାଲ ମୁଖ୍ୟ ମାରିୟା ବ୍ୟାନ କେରଖେୱ ଚେତାବନୀ ଦେଇ କହିଛନ୍ତି ଓମିକ୍ରନରେ ସଂକ୍ରମିତ ଲୋକଙ୍କ ରୋଗ ଯେ କୌଣସି ସ୍ତରକୁ ଯାଇପାରେ । ବିନା ଲକ୍ଷଣରେ ଏହା ଜଟିଲ ରୋଗ ସହ ମୃତ୍ୟୁ ମୁଖରେ ମଧ୍ୟ ପକାଇ ପାରେ । ସେ କହିଛନ୍ତି କମ୍ ରୋଗ ପ୍ରତିରୋଧକ ଶକ୍ତି ଥିବା ଲୋକେ, ବୟସ୍କ ଓ ଯେଉଁମାନେ ଟିକା ନେଇ ନାହାନ୍ତି, ସେମାନେ ଓମିକ୍ରନ୍ ସଂକ୍ରମଣ ପରେ କୋଭିଡ ୧୯ର ଗମ୍ଭିର ଚ୍ୟାଲେଞ୍ଜକୁ ସାମ୍ନା କରିପାରନ୍ତି । ଏହା ଡେଲ୍ଟାଠାରୁ କମ୍ ପ୍ରଭାବି ହେଲେ ଏହାର ଅର୍ଥ ନୁହେଁ ଯେ ଆମେ ଏହାକୁ ହାଲୁକା ଭାବେ ଗ୍ରହଣ କରିବା ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri