୧୬ ରାଜ୍ୟରେ ପହଞ୍ଚିଲା ଓମିକ୍ରନ୍‌: ୩୪୬ ସଂକ୍ରମିତ

ନୂଆଦିଲ୍ଲୀ,୨୪ ।୧୨: ଦେଶରେ ଏବେ ଦ୍ରୁତ ବେଗରେ କାୟା ବିସ୍ତାର କଲାଣି ଓମିକ୍ରନ୍ ଭାରିଏଣ୍ଟ । ଏବେ ଏହା ୧୬ ରାଜ୍ୟକୁ ବ୍ୟାପିଯାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪୬ରେ ପହଞ୍ଚିଥିବା କୁହାଯାଉଛି । ତେବେ ୫ ରାଜ୍ୟରେ ୮୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଚିନ୍ତା ବଢିଯାଇଛି । ଏବେ ତାମିଲନାଡୁରେ ୩୩, ମହାରାଷ୍ଟ୍ର ୨୩, ତେଲେଙ୍ଗାନା ୧୪, କର୍ନାଟକ ୧୨, ଗୁଜରାଟରେ ୭ ଓ କେରଳରେ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡିଛି । ଏବେ ଦେଶରେ ଏହି ନୂଆ ଭାରିଏଣ୍ଟ ଦ୍ୱାରା ୩୪୬ ଜଣ ସଂକ୍ରମିତ ହେଇଥିବା ଜଣାପଡିଛି । ଓମିକ୍ରନ୍ ସଂକ୍ରମଣକୁ ନେଇ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମିକ୍ଷା ବୈଠକର ଆୟୋଜନ କରିଥିବା ବେଳେ ଆଗକୁ ନିର୍ବାଚନ ଥିବା ରାଜ୍ୟ ଗୁଡିକରେ ଦ୍ରୁତ ବେଗରେ ଟିକାକରଣ କରିବାକୁ କୁହାଯାଇଛି । ଏହାସହ ଆଗକୁ ଆସୁଥିବା ଖ୍ରୀଷ୍ଟମାସ ଓ ନୂଆ ବର୍ଷରେ ଭିଡ ନ ଜମାଇବା ଉପରେ ଗୁରୁତ୍ୱ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri