୧୨ରାଜ୍ୟରେ ୧୫୩ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୦ ।୧୨: ଦେଶରେ ବେଳକୁ ବେଳ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏବେ ଏହା ୧୨ ରାଜ୍ୟକୁ ବ୍ୟାପିଥିବା ବେଳେ ୧୫୩ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଗଲାଣି । ସେଥିମଧ୍ୟରୁ ସର୍ବାଧିକ ମହାରାଷ୍ଟ୍ରରେ ୫୪ ଜଣ ସଂକ୍ରମିତ ରହିଥିବା ବେଳେ ଦିଲ୍ଲୀରେ ୨୨, ତେଲେଙ୍ଗାନା ୨୦, ରାଜସ୍ଥାନ ୧୭, କର୍ନାଟକ ୧୪, ଗୁଜରାଟ ୯, କେରଳ ୧୧, ଉତ୍ତର ପ୍ରଦେଶ ୨, ଆନ୍ଧ୍ରପ୍ରଦେଶ, ଚଣ୍ଡିଗଡ଼, ତାମିଲନାଡୁ ଓ ପଶ୍ଚିମବଙ୍ଗରେ ଜଣେ ଲେଖାଏଁ ବ୍ୟକ୍ତି ଓମିକ୍ରନରେ ଆକ୍ରାନ୍ତ ଅଛନ୍ତି । ଏହାସହ ରବିବାର ରାଜଧାନୀ ଦିଲ୍ଲୀରେ କରୋନା ପୁଣିଥରେ ସେଞ୍ଚୁରି ମାରିଥିବାରୁ ଏହା ସମସ୍ତଙ୍କୁ ଅଡୁଆରେ ପକାଇ ଦେଇଛି । ମହାରାଷ୍ଟ୍ରରେ ବି କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ବିଶେଷଜ୍ଞମାନେ ଏବେଠାରୁ ଚେତାବନୀ ଦେଇ ସାରିଲେଣି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଆମକୁ ଆଉ ୨ ମାସ ସତର୍କ ରହିବା ଜରୁରୀ ।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ଫଣ୍ଡ୍‌କୁ ୩,୫୧,୧୧୧ ଟଙ୍କା ପ୍ରଦାନ: ଚେକ୍‌ ଗ୍ରହଣ କଲେ ଗଞ୍ଜାମ ଜିଲାପାଳ

ଶେରଗଡ଼,୧୩ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ସମ୍ମୁଖରେ ସୋମବାର ସକାଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ପହଞ୍ଚି ୩ଲକ୍ଷ ୫୧ ହଜାର ୧ ଶହ...

ଆଡଓ୍ବାଣୀଙ୍କ ପ୍ରତି ଅନ୍ୟାୟ ମୋତେ ଭାଜପାରୁ ବାହାରିବାକୁ ବାଧ୍ୟ କଲା: ଶତ୍ରୁଘ୍ନ

ପାଟନା,୧୫।୫: ଭାଜପା ଏବେ ଲୋକତନ୍ତ୍ରଠାରୁ ଦୂରେଇବାରେ ଲାଗିଛି ବୋଲି କଂଗ୍ରେସ ସଦସ୍ୟ ଶତ୍ରୁଘ୍ନ ସିହ୍ନା ଅଭିଯୋଗ କରିଛନ୍ତି। ଏଠାରେ ସ୍ବେଚ୍ଛାଚାରୀ ଶାସନ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ...

୧୧ବର୍ଷର ଝିଅକୁ ୩୩ବର୍ଷୀୟ ଯୁବକଙ୍କୁ ବିକିଦେଲେ ପିତା: ୩ ଦିନ ବଳାତ୍କାର କରି ଛାଡ଼ିଦେଲେ ଯୁବକ

ଭୋପାଳ, ୨୦।୫: ମଧ୍ୟ ପ୍ରଦେଶର ଛତରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମଦୁଆ ନିଜ ୧୧ବର୍ଷ ଝିଅଙ୍କୁ ୫୦ ହଜାର ଟଙ୍କାରେ...

ପୋଲିସ ମାଡ଼ରେ ପରିବା ବିକାଳିଙ୍କ ଜୀବନ ଗଲା

ଉନ୍ନାଓ, ୨୨।୫: ଉତ୍ତରପ୍ରଦେଶର ଉନ୍ନାଓ ଜିଲାରେ କୋଭିଡ୍‌-୧୯ କର୍ଫ୍ୟୁ ନିୟମ ଉଲ୍ଲଂଘନ ଅଭିଯୋଗରେ ଜଣେ ୧୭ ବର୍ଷୀୟ ପରିବା ବ୍ୟବସାୟୀଙ୍କୁ ପୋଲିସ ନିର୍ମମ ଭାବେ ପିଟିବାରୁ...

ଭାରତ-ପାକିସ୍ତାନ ସୀମା ମଧ୍ୟରେ ରହିଛି ବାବା ଦିଲ୍ଲୀପ୍‌ ସିଂଙ୍କ ଦରଘା: ଆସନ୍ତି ଦୁଇଦେଶର ଶ୍ରଦ୍ଧାଳୁ

ଜମ୍ମୁ,୨୦।୬: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ତେବେ ଜମ୍ମୁରେ ଥିବା ବାବା ଦିଲ୍ଲୀପ ସିଂଙ୍କ ଦରଘାକୁ ଉଭୟ ଦେଶର ଶ୍ରଦ୍ଧାଳୁ...

୨୫ ଟଙ୍କା ମହଙ୍ଗା ହେଲା ଡିଜେଲ୍‌

ନୂଆଦିଲ୍ଲୀ,୨୦।୩: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହ୍ରାସ ପାଇବାର ପ୍ରଭାବ ଏବେ ବହୁଳ ବ୍ୟବହାରକାରୀଙ୍କ ଉପରେ ପଡିଛି। ତୈଳ ମାର୍କେଟିଂ କମ୍ପାନୀଗୁଡିକ ବହୁଳ ବ୍ୟବହାରକାରୀଙ୍କ...

‘ଭାଇ ପାଇଁ ଜୀବନ ଦେଇପାରିବି’

ନୂଆଦିଲ୍ଲୀ,୧୩।୨: “ମୋ ଭାଇ ପାଇଁ ମୁଁ ଜୀବନ ଦେଇପାରିବି। ସେ ମଧ୍ୟ ମୋ ଲାଗି ଜୀବନ ଦେବେ”। ରାହୁଲ ଗାନ୍ଧୀଙ୍କ ସହ ବିବାଦ ଥିବା ନେଇ...

ବିପଦ ପୁଣି ଘନେଇଲା: ୧୮ ରାଜ୍ୟରେ ନୂଆ ଷ୍ଟ୍ରେନ୍‌

ନୂଆଦିଲ୍ଲୀ,୨୪।୩: ଦେଶରେ କରୋନାର ଦ୍ୱିତୀୟ ଲହର ଆରମ୍ଭ ହୋଇଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ବଢୁଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା...

Advertisement
Archives

Model This Week