ଆମେରିକାରେ ଓମିକ୍ରନ୍ ସହ ବଢୁଛି ଡେଲ୍ଟା ସଂକ୍ରମିତଙ୍କ ସଂଖ୍ୟା

ୱାଶିଂଟନ,୬ ।୧୨: କରୋନା ମହାମାରୀ ପୁଣିଥରେ ଯେମିତି ତା’ର କଡ ଲେଉଟାଇଛି । ଆମେରିକା ଭଳି ବିକାଶଶୀଳ ଦେଶରେ ଏବେ ପୁଣିଥରେ ଡେଲ୍ଟା ଭାରିଏଣ୍ଟ ଦ୍ୱାରା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇାବରେ ଲାଗିଛି । ଏହାସହ ଓମିକ୍ରନ୍ ବି ପହଞ୍ଚିଯିବା ପରେ ଏହା ତା’ର କାୟା ବିସ୍ତାର କରିବା ଆରମ୍ଭ କରିଦେଇଛି । ନ୍ୟୁୟର୍କରେ ଶନିବାର ୩ ନୂଆ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୮ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ସଚିବ ମ୍ୟାରୀ ବୈସେଟ କହିଛନ୍ତି ନ୍ୟୁୟର୍କରେ ଓମିକ୍ରନର ସାମୁହିକ ପ୍ରସାର ଆରମ୍ଭ ହୋଇ ସାରିଛି । ଅନ୍ୟପଟେ ହସ୍ପିଟାଲରେ ଡେଲ୍ଟା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ୩୦ ଦିନ ମଧ୍ୟରେ ସଂକ୍ରମଣ ଦୁଇଗୁଣା ହୋଇଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି।…

ଆମେରିକା-ଇରାନ ସଂଘର୍ଷ: ବଢ଼ିଲା ତେଲ ଦର

ବ୍ୟାଙ୍କକ୍‌,୧୩ା୭: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍‌ ଏବଂ ଏହାର ଜବାବରେ ତେହରାନ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ଉପରେ ଆକ୍ରମଣ ଚଳାଇଥିବାରୁ ଏହାର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ପୁଣିଥରେ ତୈଳ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri