ଓମିକ୍ରନ୍‌ ମୁକାବିଲା, ରାଜ୍ୟକୁ କେନ୍ଦ୍ରର ୬ ପରାମର୍ଶ…

ନୂଆଦିଲ୍ଲୀ,୩୦।୧୧: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ଓମିକ୍ରନ୍‌ର ମୁକାବିଲା ଲାଗି ୬ ପରାମର୍ଶ ଦିଆଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୁଷଣ ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ସ୍ବାସ୍ଥ୍ୟ ସଚିବଙ୍କ ସହିତ ମଙ୍ଗଳବାର ହୋଇଥିବା ଜରୁରୀକାଳୀନ ବୈଠକରେ କଣ୍ଟେନମେଣ୍ଟ୍‌ ଜୋନ୍‌ ପ୍ରସ୍ତୁତି, ସର୍ଭିଲାନ୍ସ, ନମୁନା ପରୀକ୍ଷାରେ ବୃଦ୍ଧି, ହଟ୍‌ସ୍ପଟ୍‌ ଉପରେ ନଜର, ଟିକାକରଣ ବୃଦ୍ଧି ଏବଂ ସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ଉପରେ ଦୃଷ୍ଟି ଦେବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri