ଡବ୍ଲୁଏଚ୍‌ଓର ଚେତାବନୀ: ୩ ଦିନରେ ଦୁଇଗୁଣା ହେବ ଓମିକ୍ରନ୍‌

ଜେନେଭା,୧୯ ।୧୨: ଏବେ ସୁଦ୍ଧା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ୮୯ ଦେଶକୁ ବ୍ୟାପି ସାରିଲାଣି । ସବୁଠି ଏହା ଡେଲ୍ଟା ଭାରିଏଣ୍ଟଠାରୁ ଦ୍ରୁତ ବେଗରେ ବ୍ୟାପୁଥିବା ଦେଖାଯାଉଛି । ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ହେଲେ ଏହା ଦେଢରୁ ୩ ଦିନ ମଧ୍ୟରେ ଦୁଇଗୁଣା ହୋଇଯିବ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଚେତାବନୀ ଦେଇଛି ।
ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଶୁକ୍ରବାର ନିଜର ‘ଏନହାନସିଂ ରେଡିନେସ ଫର ଓମିକ୍ରନ୍‌(ବି.୧.୧.୫୨୯) ଟେକନିକାଲ ବ୍ରିଫ ଆଣ୍ଡ ପ୍ରାୟୋରିଟି ଆକ୍ସନ ଫର ମେମ୍ବର ଷ୍ଟେଟସ୍‌’ ରିପୋର୍ଟରେ କହିଛି ଓମିକ୍ରନ୍ ଯଦି ଡେଲ୍ଟା ଭାରିଏଣ୍ଟଠାରୁ ଆଗକୁ ଚାଲିଗଲା ତେବେ ଏହା ଗୋଷ୍ଠୀ ସଂକ୍ରମଣ ହୋଇଯିବ । ରିପୋର୍ଟରେ କୁହାଯାଇଛି ୧୬ ଡିସେମ୍ବର ୨୦୨୧ରେ ଡବ୍ଲୁଏଚଓର ସମସ୍ତ ୬ଟି କ୍ଷେତ୍ରରେ ଥିବା ୮୯ ଦେଶକୁ ଓମିକ୍ରନ୍ ମାଡି ସାରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?