୨୯ ଦେଶକୁ ମାଡ଼ିଲାଣି ଓମିକ୍ରନ: ୩୭୩ ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ,୨ା୧୨: ଆଜି ଭାରତରେ ପଶିଛି ଓମିକ୍ରନ। ଏହାକୁ ମିଶାଇ ୨୯ ଦେଶକୁ ମାଡ଼ି ସାରିଲାଣି ଏହି ଭାରିଆଣ୍ଟ। ବର୍ତ୍ତମାନ ସୁଦ୍ଧା ୩୭୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ସୂଚନାନୁଯାୟୀ, ଡେଲ୍‌ଟା ଭାରିଆଣ୍ଟଠାରୁ ମଧ୍ୟ ଓମିକ୍ରନ ୫ ଗୁଣ ଅଧିକ ବିପଦଜ୍ଜନକ। ଏହା ଖୁବ୍‌ଶୀଘ୍ର ବ୍ୟାପିବା ଆଶଙ୍କା ରହିଛି।

ଅନ୍ୟପକ୍ଷରେ ଓମିକ୍ରନକୁ ନେଇ କେନ୍ଦ୍ର ସରକାର ଦେଶବାସୀଙ୍କୁ ସତର୍କ କରାଇଛନ୍ତି। ଓମିକ୍ରନରୁ ବର୍ତ୍ତିବା ପାଇଁ କଟକଣା କଡ଼ାକଡ଼ି ପାଳନ କରିବାକୁ ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ ଦିଆଯାଇଛି। ଜନଗହଳି ସ୍ଥାନକୁ ଆଦୌ ନ ଯିବାକୁ ସତର୍କ କରାଇଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri