Posted inଜାତୀୟ

୨୭ ରାଜ୍ୟରେ ଓମିକ୍ରନ୍‌…

ନୂଆଦିଲ୍ଲୀ, ୮।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୭୧ ଛୁଇଁଛି। ସେହିପରି ୧୨୦୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬ ରହିଛି। ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୫୧୩ ରେ ପହଞ୍ଚିଛି। କର୍ନାଟକରେ ୩୩୩, ରାଜସ୍ଥାନରେ ୨୯୧, କେରଳରେ ୨୮୪, ତାମିଲନାଡୁରେ ୧୨୧, ତେଲେଙ୍ଗାନାରେ ୧୨୩, ହରିୟାଣାରେ ୧୧୪, ଗୁଜରାଟରେ ୨୦୪, ଓଡ଼ିଶାରେ ୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଉତ୍ତରପ୍ରଦେଶରେ ୩୧, ଆନ୍ଧ୍ରପ୍ରଦେଶରେ ୨୮, ପଶ୍ଚିମବଙ୍ଗରେ ୨୭, ଗୋଆରେ ୧୯, ମଧ୍ୟପ୍ରଦେଶରେ ୯, ଆସାମରେ ୯, ଉତ୍ତରାଖଣ୍ଡରେ ୮, ମେଘାଳୟ ୫, ଜମ୍ମୁ-କଶ୍ମୀରରେ ୩, ଚଣ୍ଡିଗଡ଼ରେ ୩, ଆଣ୍ଡାମାନ୍‌ ନିକୋବରରେ ୩, ପଞ୍ଜାବରେ ୨, ପୁଡୁଚେରୀରେ ୨,ହିମାଚଳପ୍ରଦେଶରେ ୧, ଛତିଶଗଡ଼ରେ ୧, ଲଦାଖରେ ୧ ଏବଂ ମଣିପୁରରେ ୧ ଜଣଙ୍କୁ ଚିହ୍ନଟ କରାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?