ଦେଶରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୪୧

ନୂଆଦିଲ୍ଲୀ,୧୪ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ଏବେ ଏହା ସରକାରଙ୍କୁ ଚିନ୍ତାରେ ପକାଇ ଦେଲାଣି । ସୋମବାର ମହାରାଷ୍ଟ୍ରରେ ଆଉ ୨ ସଂକ୍ରମିତଙ୍କୁ ଚିହ୍ନଟ କରଯାଇଥିବା ବେଳେ ଏମାନେ ଦୁବଇରୁ ପେରିଥିବା ସୂଚନା ମିଳିଥିଲା । ଅନ୍ୟପଟେ ଦକ୍ଷିଣ ଆଫ୍ରିକାରୁ ଗୁଜରାଟ ଫେରିଥିବା ଜଣେ ବ୍ୟକ୍ତି ବି ଓମିକ୍ରନ୍‌ରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏମାନଙ୍କୁ ନେଇ ଏବେ ଦେଶରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୪୧ ଛୁଇଁଛି ।
ମହାରାଷ୍ଟ୍ର ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ନୂଆ ସଂକ୍ରମିତ ଜଣେ ଲାତୁରର ୩୩ ବର୍ଷିୟ ଯୁବକ ହୋଇଥିବା ବେଳେ ଅନ୍ୟଜଣେ ପୁଣେର ୩୯ ବର୍ଷୀୟ ମହିଳା । ଏହାସହ ରାଜ୍ୟରେ ମୋଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଚିହ୍ନଟ ୨ ରୋଗୀଙ୍କ ନିକଟରେ କୌଣସି ଲକ୍ଷଣ ନ ଥିବା ବେଳେ ଏମାନେ ଦୁଇଟି ଡୋଜ ଟିକା ବି ନେଇଥିଲେ । ଏମାନଙ୍କ ସମ୍ପର୍କରେ ଆସିଥିବା ଅନ୍ୟ ୩ ଜଣଙ୍କ ସାମ୍ପଲ ଟେଷ୍ଟ ହୋଇଥିଲେ ବି ସେମାନେ ସଂକ୍ରମିତ ହୋଇ ନ ଥିବା ଜଣାପଡିଛି । ସେହିପରି ଦକ୍ଷିଣ ଆଫ୍ରିକାର ଗୁଜରାଟ ଫେରିଥିବା ୪୨ ବର୍ଷିୟ ବ୍ୟକ୍ତି ଓମିକ୍ରନ୍ ଦ୍ୱାରା ସଂକ୍ରମିତ ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?