୧ ହଜାର ଅତିକ୍ରମ କଲା ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୩୧ ।୧୨: ଦେଶରେ ବଢି ଚାଲିଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ଗୁରୁବାର ସୁଦ୍ଧା ୧୨୦୦ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ କରାଯିବା ପରେ ନୂଆ ବର୍ଷ ଫିକା ପଡିବାକୁ ଯାଉଛି । କାରଣ ସମସ୍ତ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ବର୍ଷ ପାଳନ ଉପରେ କଟକଣା ଲଗାଯାଇଛି । ଗୁରୁବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ରିପୋର୍ଟ ଅନୁଯାୟୀ ଦେଶରେ ମୋଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୦ ଥିଲା । ତେବେ ସର୍ବାଧିକ ଓମିକ୍ରନ୍ ଆକ୍ରାନ୍ତ ରାଜଧାନୀ ଦିଲ୍ଲୀରେ ଥିବା ବେଳେ ଏଠାରେ ସଂଖ୍ୟା ଥିଲା ୨୬୩ । ଏହା ପଛକୁ ରହିଛି ମହାରାଷ୍ଟ୍ର । ଏଠାରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ରହିଛି ୨୫୨, ଗୁଜରାଟ ୯୨, ରାଜସ୍ଥାନ ୬୯, କେରଳ ୬୫ ଓ ତେଲେଙ୍ଗାନାରେ ୬୨ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଓମିକ୍ରନ୍ ୨୨ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ବ୍ୟାପି ସାରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ରାମ ମନ୍ଦିର CEO ପଦବୀ ପାଇଁ ବାହାରିଲା ନିଯୁକ୍ତି: ଏହିସବୁ ଯୋଗ୍ୟତା ଥିବା ବ୍ୟକ୍ତି କରିପାରିବେ ଆବେଦନ

ନୂଆଦିଲ୍ଲୀ, ୧୩।୭ ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ହେବା ପ୍ରସଙ୍ଗ ଏବେ ଚର୍ଚ୍ଚାରେ ରହିଛି। ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦବୀ ପାଇଁ ଆବେଦନ…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri