ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୨୨..

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୨୨ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ ରହିଛି। ଦିଲ୍ଲୀର ଆକ୍ରାନ୍ତଙ୍କ ସଂଖ୍ୟା ୭୯ ରେ ପହଞ୍ଚିଛି। ସେହିପରି ଗୁଜୁରାଟରେ ୪୩, ତେଲେଙ୍ଗାନାରେ ୩୮, କେରଳରେ ୩୭, ତାମିଲନାଡୁରେ ୩୪, କର୍ନାଟକରେ ୩୧, ରାଜସ୍ଥାନରେ ୨୨, ହରିୟାଣାରେ ୪, ଓଡ଼ିଶାରେ ୪, ଆନ୍ଧ୍ରପ୍ରଦେଶରେ ୪, ଜମ୍ମୁ-କଶ୍ମୀରରେ ୩, ପଶ୍ଚିମବଙ୍ଗରେ ୩ , ଉତ୍ତରପ୍ରଦେଶରେ ୨, ଚଣ୍ଡିଗଡ଼ରେ ୧, ଲଦାଖରେ ୧ ଏବଂ ଉତ୍ତରାଖଣ୍ଡରେ ଜଣଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଇତିମଧ୍ୟରେ ୧୩୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଭଳି ପରିସ୍ଥିତିରେ, ପୁଣି କଟକଣା ଲାଗୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ନଦାତାଙ୍କ ଭାରତ ବନ୍ଦକୁ ସମର୍ଥନ କଲା କଂଗ୍ରେସ: ଡିସେମ୍ବର  ୮ରେ ଦଳୀୟ କାର୍ଯ୍ୟାଳୟରେ କରାଯିବ ପ୍ରଦର୍ଶନ

ନୂଆଦିଲ୍ଲୀ, ୬।୧୨: ଦେଶବ୍ୟାପୀ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନକୁ କଂଗ୍ରେସର ସମର୍ଥନ ମିଳିଛି। ଡିସେମ୍ବର ୮ରେ ଚାଷୀ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାରେ...

ଜମ୍ମୁ ଛାଡିଲେ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ

ଶ୍ରୀନଗର,୩୦।୬: ଅମରନାଥ ତୀର୍ଥଯାତ୍ରୀଙ୍କ ପ୍ରଥମ ଦଳ ରବିବାର ଜମ୍ମୁ ଛାଡିଛନ୍ତି। ସେମାନେ କଶ୍ମୀରରେ ପହଞ୍ଚିବା ପରେ ସୋମବାରଠାରୁ ୪୫ ଦିନିଆ ଅମରନାଥ ଯାତ୍ରା ଆରମ୍ଭ ହେବ।...

ମୁମ୍ବାଇର ଏହି ଛୋଟ ନଦୀରେ ଖେଳୁଛନ୍ତି ଡଲ୍‌ଫିନ୍‌

ଡଲଫିନ ଦେଖିବାକୁ ଏତେ ଆକର୍ଷଣୀୟ ଯେ, ଲୋକେ ଏହାକୁ ଦେଖିବା ପାଇଁ ସମୁଦ୍ର କୂଳରେ ଘଣ୍ଟା ଘଣ୍ଟା ଅପେକ୍ଷା କରନ୍ତି। ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ କିଛି...

ମହାରାଷ୍ଟ୍ରରେ ଲାଗିଲା ପୋଷ୍ଟର: ପାକିସ୍ତାନୀ, ବାଲାଂଦେଶୀ ଅନୁପ୍ରବେଶକାରୀଙ୍କ ଠିକଣା ଦେଲେ ମିଳିବ ୫ହଜାର ଟଙ୍କା

ମୁମ୍ବାଇ,୨୮।୨: ମହାରାଷ୍ଟ୍ରରେ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌)ଅବୈଧ ପାକିସ୍ତାନୀ ଓ ବାଲାଂଦେଶୀଙ୍କ ବିରୋଧରେ ଏକ ମୋର୍ଚ୍ଚା ବାହାର କରିଛି। ଏମ୍‌ଏନ୍‌ଏସ୍‌ ପୁରା ମହାରାଷ୍ଟ୍ରରେ ଏକ ପୋଷ୍ଟର...

ହରିୟାଣା ବିଧାନସଭା ନିର୍ବାଚନ: ବିଏସ୍‌ପି-ଜେଜେପି ମଧ୍ୟରେ ହୋଇପାରେ ମେଣ୍ଟ

ନୂଆଦିଲ୍ଲୀ,୧୧।୮: ଆସନ୍ତା ନଭେମ୍ବରରେ ହରିୟାଣାରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଏବେଠାରୁ ସବୁଦଳ ପ୍ରସ୍‌ୁତିରେ ଲାଗି ପଡିଲେଣି। ଏଥିରେ ଜନ ନାୟକ ଜନତା ପାର୍ଟି(ଜେଜେପି)...

ପୁରୀରେ ପୁଣି ୪ ନୂଆ ଆକ୍ରାନ୍ତ ଚିହ୍ନଟ: ସମସ୍ତେ ଅସ୍ତରଙ୍ଗ, କାକଟପୁର ବ୍ଲକର; କ୍ୱାରାଣ୍ଟାଇନ୍‌ରେ ଥିଲେ

ପୁରୀ ଅଫିସ,୧୬।୫: ପୁରୀ ଜିଲାରେ ପୁଣି ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଛୁଇଁଛି। ମୋଟ...

ଗୋଟିଏ ଗାଁରୁ ୩୩ କରୋନା ପଜିଟିଭ୍‌ ଚିହ୍ନଟ: ବରଗଡ଼ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬ରେ ପହଞ୍ଚିଲା

ବରଗଡ଼ ଅଫିସ,୬ା୭: ବରଗଡ଼ ଜିଲାରେ ସୋମବାର ପୁଣି ୩୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ବୋଲି...

ମହାରାଷ୍ଟ୍ରରେ ସଙ୍କଟ, ମେଘାଳୟରେ ଆରମ୍ଭ

ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ଟପିଲାଣି। ଦେଶରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି...

Advertisement
Archives

Model This Week