ଓମିକ୍ରନ୍‌କୁ ମାଇଲ୍ଡ ବୋଲି ବୁଝିବା ବଡ ଭୁଲ୍ ହେବ: ଡବ୍ଲୁଏଚଓ

ଜେନେଭା,୭ ।୧: କରୋନା ଭାଇରସର ଓମିକ୍ରନ୍ ଭାରିଏଣ୍ଟ ଏବେ ସାରା ବିଶ୍ୱରେ ତାଣ୍ଡବ ରଚି ଚାଲିଛି । ଏହା କିନ୍ତୁ ଡେଲ୍ଟା ଭଳି ପ୍ରାଣଘାତି ନୁହେଁ ବୋଲି ବିଶେଷଜ୍ଞମାନେ କହୁଛନ୍ତି । କିନ୍ତୁ ଏହା ଡେଲ୍ଟାଠାରୁ ଦ୍ରୁତ ବେଗରେ ସଂକ୍ରମଣ ହେଉଛି । ଏହି ଓମିକ୍ରନ୍ ଭାରିଏଣ୍ଟକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଚେତାବନୀ ବି ଦେଇଛି । ଡବ୍ଲୁଏଚଓର ମହାନିର୍ଦ୍ଦେଶକ ଟେଡ୍ରୋସ ଏଡହେନମ ଘେବରେୟେସସ କହିଛନ୍ତି ଓମିକ୍ରନ୍‌କୁ ମାଇଲ୍ଡ ବୋଲି ଭାବିବା ଭୁଲ୍ । ଏଥିରେ ବହୁ ସଂଖ୍ୟାରେ ଲୋକ ସଂକ୍ରମିତ ହେଉଛନ୍ତି ଓ ହସ୍ପିଟାଲରେ ଭର୍ତ୍ତି ହେବା ଭଳି ପରିସ୍ଥିତି ଉପୁଜୁଛି । ଯାହାର ଫଳ ସ୍ୱରୂପ ଏବେ ବଡ ବଡ ବିକାଶଶୀଳ ଦେଶରେ ହସ୍ପିଟାଲରେ ବେଡ ଅଭାବ ପଡିଲାଣି । ତେଣୁ ଓମିକ୍ରନ୍‌କୁ ହାଲକା ଭାବେ ନେବା ଅନୁଚିତ । ଏପଟେ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ କହୁଛନ୍ତି ଓମିକ୍ରନ୍ ଫୁସଫୁସ ଉପରେ ଡେଲ୍ଟା ଭଳି ପ୍ରଭାବ ପକାଉନାହିଁ । ଏହା ପରେ ବି ଆମକୁ ସତର୍କ ରହିବାକୁ ପଡିବ ବୋଲି ଚେତାବନୀ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?