ଓଡ଼ିଶାରେ ଓମିକ୍ରନ ସନ୍ଦିଗ୍ଧ

କଟକ ଅଫିସ,୧୮ା୧୨: କଟକରେ ସନ୍ଦିଗ୍ଧ ଓମିକ୍ରନ ରୋଗୀ ସାମ୍ନାକୁ ଆସିବା ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି। ଜଣେ ନାଇଜେରିଆ ଫେରନ୍ତାଙ୍କ ପିଜିଟିଭ୍‌ ନେଇ ଖବର ଆସିଛି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।  ବ୍ୟକ୍ତି ଜଣଙ୍କ ଜଗତସିଂହପୁରରୁ  କଟକ ଆସିଥିଲେ। ଏପର୍ଯ୍ୟନ୍ତ ବିଦେଶରୁ ଫେରିଥିବା ୧୦୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ପରୀକ୍ଷା କରାଯାଇଛି। କଟକ ମେରିଆ ବଜ଼ାରର ଏକ ପରିବାରରେ ୭ଜଣ ପଜିଟିଭ୍‌ ଆସିଥିବା ସିଡ଼ିଏମଓ ସୂଚନା ଦେଇଛନ୍ତି।  ଦେଶରେ ଏବେ ଓମିକ୍ରନକୁ ନେଇ ଚିନ୍ତା ବଢ଼ିଥିବା ବେଳେ କଟକରେ ଓମିକ୍ରନ ସନ୍ଦିଗ୍ଧ ରାଜ୍ୟବାସୀଙ୍କୁ ଚିନ୍ତାରେ ପକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନ ରୋଡ୍‌ରୁ ୪ ଲକ୍ଷ ଟଙ୍କାର ମଦ ଜବତ: ଖସିଗଲେ ମା’ ପୁଅ

କଟକ ରୋଡ,୩।୨: ରାଜଧାନୀରେ ଚୋରା ବ୍ୟବସାୟ ବେଧଡକ ଚାଲିଛି। ବିଭିନ୍ନ ଜାଗାରେ ବ୍ରାଉନସୁଗାର, ଗଞ୍ଜେଇ ସାଙ୍ଗକୁ ବିଦେଶୀ ଓ ଦେଶୀ ମଦ କାୟା ମେଲାଇଛି। ଦୀର୍ଘଦିନ...

ଗ୍ରୀନଜୋନ୍‌ କନ୍ଧମାଳରେ ୨ ପଜିଟିଭ: ସାନିଟାଇଜ ହେଲା ରତଙ୍ଗ କ୍ୱାରାଣ୍ଟାଇନ୍‌ ସେଣ୍ଟର

ଫୁଲବାଣୀ ଅଫିସ, ୧୮ା୫- ଗ୍ରୀନ ଜୋନ୍‌ କନ୍ଧମାଳ ଜିଲାରେ କରୋନା ପହଞ୍ଚିଛି। ତାମିଲନାଡୁରୁ ଫେରି କ୍ୱାରାଣ୍ଟାଇନ୍‌ରେ ଥିବା ୨ ପ୍ରବାସୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପରେ...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୮ ଜୀବନ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୮ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ...

ଅନୁମତି ବାତିଲ କଲେ ସରକାର

ଭୁବନେଶ୍ୱର,୨୬ା୧୧:ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପ୍‌ରେ ଗତ ଅକ୍ଟୋବର ୭ ତାରିଖରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟଣାରେ ସରକାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଏହାର ଅନୁମତି...

ବାରଣ୍ଡାରେ ଶୋଇଥିଲା ଶିଶୁ, ଭୁଶୁଡ଼ିଲା କାନ୍ଥ

ଉମରକୋଟ,୨୦।୮(ସ୍ବ.ପ୍ର.): ଲଗାଣ ବର୍ଷା ଯୋଗୁ ଭୁଶୁଡ଼ିପଡ଼ିଲା କାନ୍ଥ। କାନ୍ଥ ତଳେ ଚାପିହୋଇ ୬ ମାସର ଶିଶୁ କନ୍ୟାର ମୃତ୍ୟୁ ହୋଇଛି। ଏଭଳି ଦୁଃଖଦ ଘଟଣା ଘଟିଛି...

ମାଟିତଳୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା: ମିଳିଲା ପରିଚୟ, ଅଭିଯୁକ୍ତ ସ୍ବାମୀ ଫେରାର

ହାଟଡ଼ିହୀ, ୧୦।୮ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ଗ୍ରାମର ପ୍ରଦୀପ ମଲ୍ଲିକଙ୍କ ଘର ପଛପଟ ବାଡ଼ିର ମାଟିତଳୁ ଜଣେ ମହିଳାଙ୍କ ମୃତଦେହକୁ ପୁଲିସ...

ଭିତରକନିକାରେ କୁମ୍ଭୀରଙ୍କ ସଂଖ୍ୟା ୧୭୯୩ରେ ପହଞ୍ଚିଲା

ରାଜନଗର, ୧୪ା୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ପ୍ରାକୃତିକ ଉପାୟରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ସଂଖ୍ୟା ଚଳିତବର୍ଷ ବୃଦ୍ଧି...

ପର୍ଯ୍ୟଟନସ୍ଥଳୀର ବିକାଶ ନାହିଁ

କେନ୍ଦୁଝର, ୮।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଥିବାବେଳେ ପ୍ରଶାସନ ପକ୍ଷରୁ ସବୁବେଳେ ଅଣଦେଖା କରାଯାଉଛି। ଜିଲାର ପ୍ରାକୃତିକ ଦୃଶ୍ୟରାଜି ଦେଖିବାକୁ ଜିଲାକୁ ପ୍ରତ୍ୟେକ...

Advertisement
Archives

Model This Week