Posted inଜାତୀୟ

ବଢୁଛି ଓମିକ୍ରନ୍‌ ଆତଙ୍କ: ହାଇ-ରିସ୍କରେ ୧୧ ଦେଶ

ନୂଆଦିଲ୍ଲୀ,୨।୧୧: କରୋନାର ନୂଆ ଭାରିଆଣ୍ଟକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏବେ ୧୧ଟି ଦେଶ ହାଇ-ରିସ୍କରେ ଥିବା କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଲୋକ ସଭାରେ ସୂଚନା ଦେଇଛନ୍ତି। ସେ ଗୃହକୁ ସୂଚନା ଦେଇ କହିଛନ୍ତି, ବ୍ରିଟେନ, ଦକ୍ଷିଣ ଆଫ୍ରିକା, ବ୍ରାଜିଲ, ବୋତସ୍ବାନା, ଚାଇନା, ଜିମ୍ବାୱେ, ମରିସସ, ହଂକଂ, ସିଙ୍ଗାପୁର ଏବଂ ଇସ୍ରାଏଲ ଏବେ ଓମିକ୍ରନର ଉଚ୍ଚ ବିପଦ ବର୍ଗରେ ଅଛନ୍ତି। ନୂତନ କୋଭିଡ ଭାରିଆଣ୍ଟକୁ ଦୃଷ୍ଟିରେ ରଖି ସମଗ୍ର ବିଶ୍ୱରେ ଅନ୍ତର୍ଜାତୀୟ ନିୟମକୁ କଡାକଡି କରାଯାଉଛି। ଜ୍ୟୋତିରାଦିତ୍ୟ କହିଛନ୍ତି, ଅଧିକ ବିପଦ ବର୍ଗ ଥିବା ଦେଶରୁ ଭାରତକୁ ଆସୁଥିବା ଯାତ୍ରୀମାନଙ୍କ ପାଇଁ ଆରଟି-ପିସିଆର ପରୀକ୍ଷା ବାଧ୍ୟତାମୂଳକ ହେ। ସେହିପରି ଡିସେମ୍ବର ୧୫ରୁ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଆରମ୍ଭ କରିବାର ନିଷ୍ପତ୍ତି ଏବେ ବନ୍ଦ ହୋଇଯାଇଛି। ଓମିକ୍ରନ ଡେଲଟା ଭାରିଆଣ୍ଟ ଅପେକ୍ଷା ଏକ ଦ୍ରୁତ ପ୍ରସାରଣ ଭାରିଆଣ୍ଟ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?