ରାଜସ୍ଥାନର ସମସ୍ତ ୯ ଓମିକ୍ରନ୍ ଆକ୍ରାନ୍ତଙ୍କ ରିପୋର୍ଟ ଆସିଲା ନେଗେଟିଭ୍‌

ଜୟପୁର,୧୦ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା ରାଜସ୍ଥାନର ସମସ୍ତ ୯ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି । ରାଜସ୍ଥାନ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ସମସ୍ତ ଆକ୍ରାନ୍ତଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏହାସହ ସେମାନଙ୍କୁ ୭ ଦିନ ପର୍ଯ୍ୟନ୍ତ କ୍ୱାରାଣ୍ଟାଇନରେ ରହିବାକୁ ପରାମର୍ଶ ଦିଆଯାଇଛି । ସୂଚନାଯୋଗ୍ୟ, ରାଜ୍ୟରେ ପ୍ରଥମଥର ଲାଗି ୫ ଡିସେମ୍ବରକୁ ୯ ଜଣ ଓମିକ୍ରନ୍ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୪ ଜଣ ଦକ୍ଷିଣ ଆଫ୍ରିକାରୁ ଫେରିଥିଲେ । ଆଉ ୫ ଜଣ ସେମାନଙ୍କ ସମ୍ପକୀୟ ହୋଇଥିବା ବେଳେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ । ତେବେ ଏମାନଙ୍କ ପରିବାରର ୩୪ ଜଣଙ୍କ ସାମ୍ପଲ ଟେଷ୍ଟ ହୋଇଥିବା ବେଳେ କେବଳ ୯ ଜଣ ଓମିକ୍ରନ୍ ଦ୍ୱାରା ଆକାନ୍ତ ହୋଇଥିବା ଜଣାପଡିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୫ ରାଜ୍ୟର ୮ ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଆସନ ଫଳାଫଳକୁ ଅପେକ୍ଷା…

ନୂଆଦିଲ୍ଲୀ, ୮।୨ : ଉତ୍ତରପ୍ରଦେଶ, ପଞ୍ଜାବ, ମଣିପୁର, ପଞ୍ଜାବ ଏବଂ ଗୋଆ ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଫେବୃଆରୀ ୧୦ରୁ ମତଦାନ...

ଗିରଫ ପରେ ଏଏପି ନେତାଙ୍କୁ ମିଳିଲା ଜାମିନ, ଗୁଜରାଟ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ନେଇ ଦେଇଥିଲେ ବିବାଦୀୟ ବୟାନ

ନୂଆଦିଲ୍ଲୀ,୧୭।୪: ଆମ ଆଦମୀ ପାର୍ଟି(ଏଏପି)ନେତା ଗୋପାଳ ଇଟାଲିଆଙ୍କୁ ସୋମବାର ସୁରଟ କ୍ରାଇମବ୍ରାଞ୍ଚ ଗିରଫ କରିଛି। ଗୁଜରାଟ ବିଧାନସଭା ନିର୍ବାଚନ ସମୟରେ ଏକ ସାଧାରଣ ସଭାରେ ଇଟାଲିଆ...

ଚିନ୍ତାରେ ଚନ୍ଦ୍ରାବାବୁ

ଅମରାବତୀ,୨୫।୬: ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲଗୁ ଦେଶମ ପାର୍ଟି(ଟିଡିପି) ମୁଖ୍ୟ ଚନ୍ଦ୍ରାବାବୁଙ୍କ ଅଡୁଆ ବଢି ବଢି ଚାଲିଛି। ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଜଗନ...

୧୬୧ କୋଟି ଲୋକଙ୍କୁ ଦିଆ ଗଲାଣି କରୋନା ଭ୍ୟାକ୍ସିନ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୨ ।୧: ଦେଶରେ ଏପର୍ଯ୍ୟନ୍ତ ୧୬୧.୦୫ କୋଟି ଲୋକଙ୍କୁ କରୋନା ଭ୍ୟାକ୍ସିନ ଦିଆ ସରିଥିବା ସୂଚନା ମିଳିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ...

ଆମେ ଫିଲ୍ମ ଉପରେ କୌଣସି ପ୍ରତିବନ୍ଧକ ଲଗାଇନାହୁଁ: ସୁପ୍ରିମକୋର୍ଟଙ୍କୁ କହିଲେ ତାମିଲନାଡୁ ସରକାର

ନୂଆଦିଲ୍ଲୀ,୧୬।୫: ଫିଲ୍ମ ‘ ଦ କେରଲା ଷ୍ଟୋରି’ ରିଲିଜ ହେବା ପରଠୁ ବିବାଦରେ ରହିଛି। କେତେକ ଏହି ଫିଲ୍ମକୁ ସମର୍ଥନ କରୁଥିବା ବେଳେ ଅନ୍ୟକେତେକ ଫିଲ୍ମ...

ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌…

ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା...

ଓଲଟିଲା ଟ୍ରାକ୍ଟର :୬ ମୃତ, ୨୦ ଆହତ

ଅମରାବତୀ,୮।୧୨: ଆନ୍ଧ୍ରପ୍ରଦେଶ ଚିତ୍ତୋର ପୁଥାଲାପାଟ୍ଟୁ ମଣ୍ଡଳର ଲକ୍ଷ୍ମାୟା ଗ୍ରାମରେ ଗୁରୁବାର ଭାରସାମ୍ୟ ହରାଇ ଏକ ଟ୍ରାକ୍ଟର ଓଲଟି ପଡିଛି। ଏଥିରେ ଦୁଇ ବର୍ଷର ବାଳିକା ସମେତ...

ଡିସ୍‌କାଉଣ୍ଟ୍‌ ସେଲ୍‌: ୯ ଟଙ୍କାରେ ଟି-ଶର୍ଟ ନେବାକୁ ଦୋକାନ ଆଗରେ ଲମ୍ବା ଲାଇନ୍‌

ଚେନ୍ନାଇ, ୬।୯: କରୋନା ମହାମାରୀ ସମୟରେ ଲୋକେ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା ପାଳନ ନ କରି ଡିସ୍‌କାଉଣ୍ଟ୍‌ ସେଲ୍‌ରେ କମ୍‌ ଦାମରେ ଜିନିଷ...

Advertisement
Archives

Model This Week