୨୬ ରାଜ୍ୟରେ ପହଞ୍ଚିଲା ଓମିକ୍ରନ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୨,୬୩୦…

ନୂଆଦିଲ୍ଲୀ, ୬।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୬ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୩୦ ଛୁଇଁଛି।

ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୯୭ ରହିଛି। ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୪୬୫ରେ ପହଞ୍ଚିଛି।

ରାଜସ୍ଥାନରେ ୨୩୬, କେରଳରେ ୨୩୪, କର୍ନାଟକରେ ୨୨୬, ଗୁଜୁରାଟରେ ୨୦୪, ତାମିଲନାଡୁରେ ୧୨୧, ତେଲେଙ୍ଗାନାରେ ୯୪, ହରିୟାଣାରେ ୭୧, ଓଡ଼ିଶାରେ ୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଉତ୍ତରପ୍ରଦେଶରେ ୩୧, ଆନ୍ଧ୍ରପ୍ରଦେଶରେ ୨୮, ପଶ୍ଚିମବଙ୍ଗରେ ୨୦, ମଧ୍ୟପ୍ରଦେଶରେ ୯, ଉତ୍ତରାଖଣ୍ଡରେ ୮, ଗୋଆରେ ୫, ମେଘାଳୟ ୫, ଜମ୍ମୁ-କଶ୍ମୀରରେ ୩, ଚଣ୍ଡିଗଡ଼ରେ ୩, ଆଣ୍ଡାମାନ୍‌ ନିକୋବରରେ ୨, ପଞ୍ଜାବରେ ୨, ଆସାମରେ ୨, ପୁଡୁଚେରୀରେ ୨,ହିମାଚଳପ୍ରଦେଶରେ ୧, ଲଦାଖରେ ୧ ଏବଂ ମଣିପୁରରେ ୧ ଜଣଙ୍କୁ ଚିହ୍ନଟ କରାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

୯୯୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri