ଓମିକ୍ରନ୍‌ ତାଣ୍ଡବ ଆରମ୍ଭ, ଆକ୍ରାନ୍ତଙ୍କ ସଂଖ୍ୟା ୨,୧୩୫…

ନୂଆଦିଲ୍ଲୀ, ୫।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ହୋଇଛି। ଓମିକ୍ରନ୍‌ର ତାଣ୍ଡବ ଆରମ୍ଭ ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୪ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୩୫ ଛୁଇଁଛି।

ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୫୩ ରହିଛି। ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୪୬୪ରେ ପହଞ୍ଚିଛି। କେରଳ, ଗୁଜରାଟ, ରାଜସ୍ଥାନ ଏବଂ ତାମିଲନାଡୁରେ ଶହେରୁ ଅଧିକ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଏସବୁ ରାଜ୍ୟ ଅଧିକ ସଂକ୍ରମଣ ହୋଇଥିବା ୧୦ ରାଜ୍ୟ ତାଲିକାରେ ରହିଛନ୍ତି। ସେହିପରି ତେଲେଙ୍ଗାନା, କର୍ନାଟକ, ହରିୟାଣା ଏବଂ ଓଡ଼ିଶା ମଧ୍ୟ ଶୀର୍ଷ ୧୦ ତାଲିକାରେ ଅଛନ୍ତି।

କେରଳରେ ୧୮୫, ରାଜସ୍ଥାନରେ ୧୭୪, ଗୁଜୁରାଟରେ ୧୫୪, ତାମିଲନାଡୁରେ ୧୨୧, ତେଲେଙ୍ଗାନାରେ ୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି କର୍ନାଟକରେ ୭୭, ହରିୟାଣାରେ ୭୧, ଓଡ଼ିଶାରେ ୩୭, ଉତ୍ତରପ୍ରଦେଶରେ ୩୧, ଆନ୍ଧ୍ରପ୍ରଦେଶରେ ୨୪, ପଶ୍ଚିମବଙ୍ଗରେ ୨୦, ମଧ୍ୟପ୍ରଦେଶରେ ୯, ଉତ୍ତରାଖଣ୍ଡରେ ୮, ଗୋଆରେ ୫, ମେଘାଳୟ ୫, ଜମ୍ମୁ-କଶ୍ମୀରରେ ୩, ଚଣ୍ଡିଗଡ଼ରେ ୩, ଆଣ୍ଡାମାନ୍‌ ନିକୋବରରେ ୨, ପଞ୍ଜାବରେ ୨, ହିମାଚଳପ୍ରଦେଶରେ ୧, ଲଦାଖରେ ୧ ଏବଂ ମଣିପୁରରେ ୧ ଜଣଙ୍କୁ ଚିହ୍ନଟ କରାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

୮୨୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ୩୧ରେ ‘ମନ କି ବାତ’ କାର୍ଯ୍ୟକ୍ରମରେ କଥା ହେବେ ମୋଦି: ଟୁଇଟ କରି ମାଗିଲେ ଜନତାଙ୍କ ମତ

ନୂଆଦିଲ୍ଲୀ,୧୮।୫: ଦେଶରେ ଲାଗି ରହିଥିବା କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ୩୧ ତାରିଖରେ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ମାଧ୍ୟମରେ...

ଆମେଠିରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ

ଆମେଠି,୧୮।୧୨: ୨୦୧୯ ସାଧାରଣ ନିର୍ବାଚନରେ ପରାଜିତ ହେବାର ଅଢେଇ ବର୍ଷ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ନିଜ ନିର୍ବାଚନମଣ୍ଡଳୀ ଆମେଠୀକୁ ପ୍ରଥମଥର ପାଇଁ...

‘ତ୍ରିପୁରା ସରକାରଙ୍କ ବିରୋଧରେ ଅଦାଲତଙ୍କ ଦ୍ୱାରସ୍ଥ ହେବି’

କୋଲକାତା,୨୨।୧୧: ନୂଆଦିଲ୍ଲୀ ଗସ୍ତରେ ଯାଉଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିଏସ୍‌ଏଫ୍‌ର କାର୍ଯ୍ୟ ପରିସର ବୃଦ୍ଧି ପ୍ରସଙ୍ଗରେ ତାଙ୍କ ଦୃଷ୍ଟି...

ଆମ ବିରୋଧରେ ଅଣାଯାଇଛି ମିଥ୍ୟା ଅଭିଯୋଗ: ଅଜିତ ପାଓ୍ବାର…

ମୁମ୍ବାଇ, ୨୦।୯ : ମହାରାଷ୍ଟ୍ରରେ ବେଦାନ୍ତ-ଫକ୍ସକନ ଚୁକ୍ତି ବନ୍ଦ ହେବା ପରେ ରାଜନୈତିକ ଆରୋପ-ପ୍ରତ୍ୟାରୋପ ବୃଦ୍ଧି ପାଇବାରେ ଲାଗିଛି। ମହାବିକାଶ ଆଘାଡ଼ି (ଏମଭିଏ )ସରକାରଙ୍କ କାରଣରୁ...

ସିଏଏ,ଏନଆରସି ତଥ୍ୟ ସଂଗ୍ରହ କରୁଥିବା ସନ୍ଦେହରେ ୨ ମହିଳାଙ୍କୁ ଆକ୍ରମଣ

କୋଲକତା/ଜୟପୁର,୨୩।୧: ସିଏଏ ଓ ଏନଆରସି ପାଇଁ ଲୋକଙ୍କଠାରୁ ତଥ୍ୟ ସଂଗ୍ରହ କରୁଥିବା ସନ୍ଦେହରେ ରାଜସ୍ଥାନ ଏବଂ ପଶ୍ଚିମବଙ୍ଗରେ ଦୁଇ ଜଣ ମହିଳାଙ୍କ ଉପରେ ଆକ୍ରମଣ ହୋଇଛି।...

ଗଞ୍ଜାମ ଜିଲା ପ୍ରଶାସନର ଅଭିନବ ପଦକ୍ଷେପ: ଲକ୍‌ଡାଉନ୍‌ ସମୟରେ ସୋସିଆଲ ମିଡିଆରେ ରାଜ୍ୟସ୍ତରୀୟ ଡ୍ୟାନ୍ସିଂ ପ୍ରତିଯୋଗିତା, ୨୫ରୁ ଆରମ୍ଭ

ଛତ୍ରପୁର, ୧୮।୪(ଡି.ଏନ୍‌.ଏ.): କରୋନା ନେଇ ଲକ୍‌ଡାଉନ ସମୟରେ ଡ୍ରଇଂ, ପୋଷ୍ଟର, ପେଣ୍ଟିଙ୍ଗ ପ୍ରତିଯୋଗିତା ଏବଂ ଫଟୋସପ୍‌ ଶିକ୍ଷା ଆଦି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆୟୋଜନ...

୪୩ ଦିନରେ ପହଞ୍ଚିଲା ରନ୍ଧା ଖାଦ୍ୟ ବଣ୍ଟନ ପ୍ରକ୍ରିୟା

ଭଦ୍ରକ ଅଫିସ,୭।୫: ଦୀର୍ଘ ୪୩ ଦିନ ଧରି ରୋଟାରୀ କ୍ଲବ ମିଡ୍‌ଟାଉନ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ରନ୍ଧା ଖାଦ୍ୟ ବଣ୍ଟନ ପ୍ରକ୍ରିୟା ଜାରି ରହିଛି।...

ପ୍ରଧାନମନ୍ତ୍ରୀଙ୍କ ସମ୍ପତ୍ତି ୨.୫୧ କୋଟି

ବାରାଣସୀ,୨୭ା୪(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଲୋକ ସଭା ଆସନ ଲାଗି ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ନିର୍ବାଚନ କମିଶନଙ୍କ ପାଖରେ ଦାଖଲ ସତ୍ୟପାଠରେ ପ୍ରଧାନମନ୍ତ୍ରୀ...

Advertisement
Archives

Model This Week