Posted inଜାତୀୟ

ଓମିକ୍ରନକୁ ନେଇ ଆତଙ୍କିତ ହୁଅନ୍ତୁ ନାହିଁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୩।୧: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିିଛି। କିନ୍ତୁ ଏହି ଭାଇରାଲ ଅତି ସାମାନ୍ୟ ରୋଗ ସୃଷ୍ଟି କରିଥାଏ। ଏଥିରେ ଆତଙ୍କିତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି। ଏହା ଭାଇରାଲ ଜ୍ୱର ଭଳି କିନ୍ତୁ ଏଥିରେ ଭୟଭୀତ ନ ହୋଇ ସତର୍କତା ଅବଲମ୍ବନ କରିବା ଆବଶ୍ୟକ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଓମିକ୍ରନ ଡେଲଟା ଭାରିଆଣ୍ଟ ଭଳି ମାରାତ୍ମକ ନୁହେଁ। ସଂକ୍ରମିତ ରୋଗୀମାନେ ୪-୫ ଦିନ ମଧ୍ୟରେ ଓମିକ୍ରନ ଭାରିଆଣ୍ଟରୁ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରୁଛନ୍ତି। ଡେଲଟା ଭାରିଆଣ୍ଟ ସମୟରେ ସଂକ୍ରମିତ ରୋଗୀମାନେ ୧୫ରୁ୨୦ ଦିନ ସମ୍ପୂର୍ଣ୍ଣ ସୁସ୍ଥ ହେବା ପାଇଁ ସମୟ ଲାଗୁଥିଲା । ତେବେ ଓମିକ୍ରନ ଡେଲଟା ଭାରିଆଣ୍ଟ ଭଳି ମାରାତ୍ମକ ନୁହେଁ ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଲକ୍ଷ କୋଟିର କୃଷି ଋଣ

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ସରକାର ୨୦୨୦-୨୧ ଆର୍ଥିକ ବର୍ଷରେ ୧୫ ଲକ୍ଷ କୋଟି ଟଙ୍କାର କୃଷି ଋଣ ଦେବା ପାଇଁ ଯୋଜନା କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ...

ଭାରତର ତ୍ରୟୋଦଶ ରାଷ୍ଟ୍ରପତି ଥିଲେ ପ୍ରଣବ

ନୂଆଦିଲ୍ଲୀ,୩୧।୮-ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁବେଳକକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। କିଛିଦିନ ହେବ ସେ ଅସୁସ୍ଥ ଥିଲେ। ପରେ...

ଏନ୍‌ଆର୍‌ସିରୁ ଧ୍ୟାନ ହଟାଇବାକୁ ବଳାତ୍କାର, ଏନ୍‌କାଉଣ୍ଟର, ପିଆଜ ମାରାତ୍ମକ ଯୋଜନା: ବିଶାଲ

ମୁମ୍ବାଇ,୯।୧୨: ବଲିଉଡ୍‌ ସିଙ୍ଗର ତଥା ମ୍ୟୁଜିକ କମ୍ପୋଜର ବିଶାଲ ଦଦଲାନି କିଛି ନା କିଛି ବିବାଦୀୟ ବୟାନ ପାଇଁ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ। ଏବେ...

ରତନ ଟାଟା ୨୭ ବର୍ଷୀୟ ଯୁବକଙ୍କୁ ଫୋନ୍‌ କରି ପଚାରିଲେ, ମୋ ଆସିଷ୍ଟାଣ୍ଟ୍‌ ହେବେ କି

ବମ୍ବେ,୨୧।୧୧: ଦେଶର ଜଣାଶୁଣା ଉଦ୍ୟୋଗପତି ରତନ ଟାଟାଙ୍କ ସହ କାମ କରିବା ଅନେକଙ୍କ ପାଇଁ ଏକ ସ୍ବପ୍ନ ଥାଏ। କିନ୍ତୁ ଟାଟା ନିଜେ ଯଦି ଫୋନ୍‌...

ପଞ୍ଜାବରେ ଫେଲ୍‌ ମାରିଲା ଲକ୍‌ଡାଉନ୍‌: ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ

ଚଣ୍ଡିଗଡ଼,୨୩।୩: କରୋନା ଭାଇରସ ସହ ଲଢିବା ପାଇଁ ଦେଶର କିଛି ରାଜ୍ୟକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଲକ୍‌ ଡାଉନ୍‌ ଘୋଷଣା କରାଯାଇଥିଲା। ପଞ୍ଜାବ ମୁଖ୍ୟମନ୍ତ୍ରୀ...

ସାଉଥ୍‌ ସୁପରଷ୍ଟାର ଅଲୁ ଅର୍ଜୁନ ଦାନ କଲେ ୧.୨୫ କୋଟି ଟଙ୍କା

ମୁମ୍ବାଇ: କରୋନା ଭାଇରସ୍‌ ମହାମାରୀକୁ ନେଇ ସାରା ବିଶ୍ୱରେ ସଂଘର୍ଷ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସମସ୍ତେ ଏବେ ସହାୟତାର ହାତ ବଢ଼ାଇଛନ୍ତି।...

ମମତାଙ୍କୁ ପୁଣି ଲାଗିପାରେ ଝଟ୍‌କା: ଭାଜପାରେ ସାମିଲ ହୋଇପାରନ୍ତି ଟିଏମ୍‌ସିର ୪ ହେଭିୱେଟ

କୋଲକାତା,୩୦ ।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)କୁ ଝଟ୍‌କା ପରେ ଝଟ୍‌କା ଲାଗି ଚାଳିଛି । ଶନିବାର ପୁଣିଥରେ ଟିଏମ୍‌ସିର ୪...

ସାଧାରଣ ନାଗରିକଙ୍କୁ ନିଜ ଫୋନ୍‌ ନମ୍ବର ଦେଲେ ଶାହା

ଜମ୍ମୁ,୨୫।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ଦିନିଆ ଜମ୍ମୁ କଶ୍ମୀର ଗସ୍ତରେ ଅଛନ୍ତି। ଏହି ସମୟରେ ତାଙ୍କୁ ସ୍ଥାନୀୟ ଲୋକଙ୍କ ନିକଟତର ହେଉଥିବା ଦେଖିବାକୁ...

Advertisement
Archives

Model This Week