ଅଣାୟତ୍ତା ମୁହାଁ ଓମିକ୍ରନ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୭୮୧ ଛୁଇଁଲା…

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୧ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୮୧ ଛୁଇଁଛି। ଦେଶରେ ଓମିକ୍ରନ୍‌ ଅଣାୟତ୍ତ ହେବା ସ୍ଥିତି ସୃଷ୍ଟି ହୋଇଛି। ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮ ରହିଛି।

ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୭ ରେ ପହଞ୍ଚିଛି। ସେହିପରି କେରଳରେ ୬୫, ଗୁଜୁରାଟରେ ୭୩, ରାଜସ୍ଥାନରେ ୪୬, ତେଲେଙ୍ଗାନାରେ ୬୨, ତାମିଲନାଡୁରେ ୩୪, କର୍ନାଟକରେ ୩୪, ମଧ୍ୟପ୍ରଦେଶରେ ୯, ଓଡ଼ିଶାରେ ୮, ଆନ୍ଧ୍ରପ୍ରଦେଶରେ ୬, ପଶ୍ଚିମବଙ୍ଗରେ ୧୧ , ହରିୟାଣାରେ ୧୨, ଜମ୍ମୁ-କଶ୍ମୀରରେ ୩, ଉତ୍ତରପ୍ରଦେଶରେ ୨, ଚଣ୍ଡିଗଡ଼ରେ ୩, ହିମାଚଳପ୍ରଦେଶରେ ୧, ଲଦାଖରେ ୧, ଗୋଆରେ ୧, ମଣିପୁରରେ ୧ ଏବଂ ଉତ୍ତରାଖଣ୍ଡରେ ୪ ଜଣଙ୍କୁ ଚିହ୍ନଟ କରାଯାଇଛି। ଇତିମଧ୍ୟରେ ୨୪୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri