ଚଣ୍ଡିଗଡ଼ ପରେ କେରଳ ଛୁଇଁଲା ଓମିକ୍ରନ୍‌, ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩୮

ନୂଆଦିଲ୍ଲୀ,୧୩ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ଭାଇରସର ନୂଆ ଭାରିଏଣ୍ଟ ଓିମକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ଦେଶରେ ୩୮ ଜଣ ଓମିକ୍ରନ୍ ସଂକ୍‌୍ରମିତଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ଏହାରି ଭିତରେ ଓମିକ୍ରନ୍ ଅଧିକ ଜନସଂଖ୍ୟା ଥିବା ରାଜ୍ୟରେ ପ୍ରବେଶ କରି ସାରିଲାଣି । ଆନ୍ଧ୍ର ପ୍ରଦେଶ ଓ ଚଣ୍ଡିଗଡରେ ପଥମ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ମହାରାଷ୍ଟ୍ରରେ ବି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହାକୁ ନେଇ ଏବେ ଦେଶରେ ସଂକ୍ରିତଙ୍କ ସଂଖ୍ୟା ବୃଦ୍ଧି ହୋଇ ୩୮ ଛୁଇଁଲାଣି । ମହାରାଷ୍ଟ୍ରଅରେ ୧୮, ରାଜସ୍ଥାନ ୯, କର୍ନାଟକ ୩, ଗୁଜରାଟ ୩ ଓ ଆନ୍ଧ୍ର ପ୍ରଦେଶରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ଦିଲ୍ଲୀରେ ୨, ଚଣ୍ଡିଗଡ଼ରେ ୧ ଓ କେରଳରେ ଓମିକ୍ରନ ସଂକ୍ରମିତ ଜଣେ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି ।
ଓମିକ୍ରନକୁ ନେଇ ଅକ୍ସଫୋର୍ଡ ୟୁନିଭର୍ସିଟିର ଭବିଷ୍ୟବାଣୀ ବିଶ୍ୱ ପାଇ ଚେତାବନୀ ହୋଇପାରେ । କରୋନା ଭ୍ୟାକ୍ସିନ(କୋଭିସିଲ୍ଡ) ନିର୍ମାଣକାରୀ ବିଶେଷଜ୍ଞମାନେ ବି କହିସାରିଛନ୍ତି କି ନୂଆ ଭାରିଏଣ୍ଟ ପ୍ରଥମ ଅପେକ୍ଷା ବିନାଶକାରୀ ଓ ପ୍ରାଣଘାତକ ହୋଇପାରେ । ଏପର୍ଯ୍ୟନ୍ତ ବିଶ୍ୱ କରୋନା ମହାମାରୀର ଯେଉଁ ସ୍ତରକୁ ଦେଖି ସାରିଛି ତା’ଠାରୁ ଆହୁରି ଭୟଙ୍କର ଅବସ୍ଥା ଦେଖିବାକୁ ପଡିପାରେ ବୋଲି କୁହାଯାଉଛି । ଏକ ଅଧ୍ୟୟନରେ ଦାବି କରାଯାଇଛି କି ଓମିକ୍ରନ୍ କାରଣରୁ ଜାନୁୟାରୀରେ ୟୁକେରେ ବଡ ଲହର ଆସିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri