ଆଫ୍ରିକାରେ ଦ୍ରୁତ ଗତିରେ ମାଡି ଚାଲିଛି ମହାମାରୀ, ଏକ ସପ୍ତାହରେ ଶହେ ପ୍ରତିଶତରୁ ଅଧିକ ସଂକ୍ରମଣ

ଜୋହାନସବର୍ଗ,୪ ।୧୨: କୋଭିଡର ନୂଆ ଭାରିଏଣ୍ଟ ଓମିକ୍ରନ୍‌ର ମୁକାବିଲା ପାଇଁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ଏକ ବିଶେଷଜ୍ଞ ଦଳ ଦକ୍ଷିଣ ଆଫ୍ରିକା ପହଞ୍ଚିଛନ୍ତି । ଏମାନେ ଗୌତେଙ୍ଗ ଅଞ୍ଚଳରେ ଓମିକ୍ରନର ମୁକାବିଲା କରିବାରେ ସାହାଯ୍ୟ କରିବେ । ଓମିକ୍ରନ ଏବେ ସୁଦ୍ଧା ପାଖାପାଖି ୩୦ ଦେଶରେ ପହଞ୍ଚି ସାରିଲାଣି । ଡବ୍ଲୁଏଚ୍‌ଓର ଆଫ୍ରିକାର କ୍ଷେତ୍ରୀୟ ଆପାତକାଳୀନ ନିର୍ଦ୍ଦେଶକ ଡା. ସଲାମ ଗୁଏ କହିଛନ୍ତି ଓମିକ୍ରନ୍ ଉପରେ ନଜର ରଖିବା ଓ କଣ୍ଟାକ୍ଟ ଟ୍ରେସିଂ ପାଇଁ ଏକ ବିଶେଷଜ୍ଞ ଦଳ ଦକ୍ଷିଣ ଆଫ୍ରିକା ଗସ୍ତ କରିଛନ୍ତି । ଆଉ ଏକ ଦଳ ପୂର୍ବରୁ ଦକ୍ଷିଣ ଆଫ୍ରିକରେ ଅଛନ୍ତି । ଯେଉଁମାନେ ଜିନୋମ ସିକ୍ୟୁଏନ୍ସିଂରେ ସାହାଯ୍ୟ କରୁଛନ୍ତି । ଗୌତେଙ୍ଗ ଅଞ୍ଚଳ ଦକ୍ଷିଣ ଆଫ୍ରିକାର ପ୍ରମୁଖ ଆର୍ଥିକ କେନ୍ଦ୍ର । ଗୁରୁବାର ଦକ୍ଷିଣ ଆଫ୍ରିକାରେ ୧୧,୫୦୦ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା । ସେଠାକାର ନ୍ୟାଶନାଲ ଇନଷ୍ଟୁଚ୍ୟୁଟ ଫର କମ୍ୟୁନିକେବଲ ଡିଜିଜ(ଏନ୍‌ଆଇସିଡି) କହିଛି ପାଖାପାଖି ୭୫ ପ୍ରତିଶତ ସଂକ୍ରମଣ ନୂଆ ଭାରିଏଣ୍ଟ ଯୋଗୁ ହୋଇଛି । ଦକ୍ଷିଣ ଆଫ୍ରିକାର ସ୍ୱାସ୍ଥ୍ୟମନ୍ତ୍ରୀ ଫାହଲା କହିଛନ୍ତି ସଂକ୍ରମଣର ଚତୁର୍ଥ ଲହର ଆସିଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri