ଆମେରିକାରେ କାୟା ବିସ୍ତାର କରୁଛି ଓମିକ୍ରନ୍‌: ପିଲାଙ୍କ ପାଇଁ ଘାତକ ସାଜିଛି ନୂଆ ଭାରିଏଣ୍ଟ

ୱାଶିଂଟନ,୨୭ ।୧୨: ଯେବେଠାରୁ କରୋନାର ନୂଆ ଭାରିଲଣ୍ଟ ଓମିକ୍ରନ୍‌ର ସୂଚନା ମିଳିଲାଣି ସେବେଠାରୁ ସାରା ବିଶ୍ୱରେ ଏହାକୁ ନେଇ ଏକ ପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇ ସାରିଛି । ଏବେ ଏହା ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପି ସାରିଥିବା ବେଳେ ଆମେରିକାରେ ଏହା ତାଣ୍ଡବ ରଚିବା ଆରମ୍ଭ କଲାଣି । ହ୍ୱାଇଟ ହାଉସର ସୂଚନା ଅନୁଯାୟୀ, ଏବେ ବହୁ ସଂଖ୍ୟାରେ ଶିଶୁମାନେ ଅର୍ଥାତ୍ ୧୮ ବର୍ଷରୁ କମ୍ ବୟସର ପିଲା ଏହି ଓମିକ୍ରନ୍ ଭାରିଏଣ୍ଟ ଦ୍ୱାରା ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି । ତେବେ ୫ ବର୍ଷ ବୟସରୁ କମ୍ ବୟସର ପିଲାଙ୍କ ସଂଖ୍ୟା ଅଧିକ ବୋଲି କୁହାଯାଉଛି । ନ୍ୟୁୟର୍କରେ ୧୮ ବର୍ଷ ବୟସରୁ କମ୍ ବର୍ଷର ପିଲାଙ୍କ ସଂକ୍ରମଣ ସଂଖ୍ୟା ୪ ଗୁଣା ବୃଦ୍ଧି ପାଉଥିବା ଜଣାପଡିଛି । ଆମେରିକାରେ ୫ ବର୍ଷରୁ କମ୍ ବୟସର ପିଲାଙ୍କୁ ଟିକା ଦିଆ ଯାଇ ନ ଥିବା ବେଳେ ଏମାନେ ଅଧିକ ପରିମାଣରେ ସଂକ୍ରମିତ ହେଉଥିବା କହିଛି ସ୍ୱାସ୍ଥ୍ୟ ବିଭାଗ । ଜନ୍ ହପକିନ୍ସ ୟୁନିଭର୍ସିଟିର ସୂଚନା ଅନୁଯାୟୀ, ପ୍ରତିଦିନ ଆମେରିକାରେ ୧,୯୦,୦୦୦ ପର୍ଯ୍ୟନ୍ତ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି । ତେବେ ଖ୍ରୀଷ୍ଟମାସ ଓ ଅନ୍ୟାନ୍ୟ ପର୍ବ ପାଳନ ଯୋଗୁ ଏହା ବଢୁଛି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri