ସତର୍କ ହେଲା ଆମେରିକା: ଦେଖାଇବାକୁ ହେବ ୨୪ ଘଣ୍ଟା ଭିତରେ କରାଯାଇଥିବା କରୋନା ଟେଷ୍ଟ ରିପୋର୍ଟ

ୱାଶିଂଟନ,୩ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଏବେ ଅଧିକାଂଶ ଦେଶରେ ଦେଖାଯାଇଥିବା ବେଳେ ସମସ୍ତ ଦେଶ ଏବେ ଏହାକୁ ନେଇ ନୂଆ ଗାଇଡ ଲାଇନ ଜାରି କରି ସାରିଲେଣି । ଆମେରିକା ଭଳି ଶକ୍ତିଶାଳୀ ଦେଶ ବି ଏଥିରୁ ବାଦ୍ ପଡିନି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବେ ବିଦେଶରୁ ଫରୁଥିବା ଯାତ୍ରୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ।
ବାଇଡେନ ଟୁଇଟ କରି କହିଛନ୍ତି ଆମେରିକା ଫେରୁଥିବା ବିଦେଶୀ ଯାତ୍ରୀମାନେ ବାଧ୍ୟତାମୂଳକ ଭାବେ କରୋନା ଟେଷ୍ଟ ରିପୋର୍ଟ ଦେଖାଇବାକୁ ପଡିବ । ଏମାନେ ଯଦିଓ କରୋନା ଟିକା ନେଇଥିବେ ହେଲେ ଯାତ୍ରାର ୨୪ ଘଣ୍ଟା ପୂର୍ବରୁ ଜଣେ ଯାତ୍ରୀଙ୍କୁ କୋଭିଡ ଟେଷ୍ଟ କରିବା ଜରୁରୀ ବୋଲି ବାଇଡେନ କହିଛନ୍ତି । ଆସନ୍ତା ସପ୍ତାହରୁ ଏହି ନିୟମ ଲାଗୁ ହେବ ବୋଲି ଜଣାପଡିଛି । ସୂଚନାଯୋଗ୍ୟ, ଏହା ପୂର୍ବରୁ ଯେଉଁ ନିୟମ ରହିଥିଲା ସେଥିରେ ଜଣେ ଯାତ୍ରୀ ୭୨ ଘଣ୍ଟା ପୂର୍ବରୁ କରୋନା ଟେଷ୍ଟ କରିବା ଜରୁରୀ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସୈନ୍ୟ ବାହିନୀରେ ବଡ଼ ଧରଣର ଅଦଳବଦଳ

ଇସଲାମାବାଦ୍‌,୨୬।୧୧: ପାକିସ୍ତାନ ସୈନ୍ୟ ବାହିନୀରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଲ୍ୟୁଟନାଟ୍‌ ଜେନେରାଲ ସାହିର୍‌ ଶମ୍‌ଶାଦ୍‌ ମିର୍ଜାଙ୍କୁ ନୂଆ ଚିଫ୍‌ ଅଫ୍‌ ଜଏଣ୍ଟ୍‌ ଷ୍ଟାପ୍‌ ଭାବେ...

‘ନିଆଁରେ ଘିଅ ଢାଳୁଛି ଆମେରିକା’

କିଭ୍‌,୨ା୬: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକା ଏବଂ ଜର୍ମାନୀ ୟୁକ୍ରେନକୁ କିଛି ଉନ୍ନତଧରଣର ଅସ୍ତ୍ରଶସ୍ତ୍ର ଦେବାକୁ ନିଷ୍ପତ୍ତି ନେଇଛନ୍ତି।ଏହା ଦ୍ୱାରା ୟୁକ୍ରେନ୍‌ ଆହୁରି...

ଜଳିଗଲା ୪୨ମହଲା ବିଲ୍ଡିଂ: ଉଦ୍ଧାର କାର୍ଯ୍ୟ ଜାରି

ବେଜିଂ,୧୬।୯: ଚାଇନାର ଦକ୍ଷିଣ ପ୍ରାନ୍ତ ହୁନାନର ରାଜଧାନୀ ଚାଙ୍ଗସା ସହରର ଏକ ୪୨ବିଶିଷ୍ଟ ଟେଲିକମ୍‌ ବିଲ୍ଡିଂରେ ଶୁକ୍ରବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ...

ରୁଷିଆ-ବେଲାରୁଷର ମିଳିତ ସମରାଭ୍ୟାସ, ୟୁକ୍ରେନ ଭୟଭୀତ

କିଭ୍‌,୧୬ା୧:ରୁଷିଆ ଏବଂ ବେଲାରୁଷ ସୋମବାର ମିଳିତ ବାୟୁସେନା ସମରାଭ୍ୟାସ ଆରମ୍ଭ କରିଛନ୍ତି। ଏହି କାରଣରୁ କିଭ୍‌ରେ ଭୟର ବାତାବରଣ ସୃଷ୍ଟି ହୋଇଛି। ମିଳିତ ବାୟୁସେନା ସମରାଭ୍ୟାସ...

ପାକିସ୍ତାନକୁ ଆଇଏମଏଫ ପକ୍ଷରୁ ଝଟକା: ଶେହବାଜଙ୍କ ଦାବିକୁ ଖଣ୍ଡନ…

ଇସଲାମାବାଦ,୮।୧ : ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ରବିବାର କହିଛି ଯେ ପରିଚାଳନା ନିର୍ଦ୍ଦେଶକ କ୍ରିଷ୍ଟାଲିନା ଜର୍ଜିଭା ଏବଂ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ମଧ୍ୟରେ...

ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଅଧିକ ତାଣ୍ଡବ ରଚିବା ଆଶଙ୍କା…

ନୂଆଦିଲ୍ଲୀ,୧୫।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା...

ଶହୀଦ ସେନାଙ୍କ ସମ୍ମାନରେ ୪ ଦିନ ଅର୍ଦ୍ଧନମିତ ରହିବ ଆମେରିକାର ଜାତୀୟ ପତାକା

ୱାଶିଂଟନ,୨୭ ।୮: କାବୁଲରେ ହୋଇଥିବା ବୋମା ବିସ୍ଫୋରଣରେ ୧୩ ଆମେରିକୀୟ ଯବାନ ଶହୀଦ ହେବା ପରେ ସେଠାରେ ଆମେରିକା ପୁଣିଥରେ ସକ୍ରିୟ ହୋଇ ଉଠିଛି ।...

ଆମେରିକାରେ ପୁଣି ଗୁଳିକାଣ୍ଡ: ୫ ମୃତ

ନ୍ୟୁୟର୍କ,୨୦।୧୧: ଆମେରିକାର କଲୋରଡୋ ସ୍ପ୍ରିଙ୍ଗ୍ସ ଗେ କ୍ଲବରେ ଗୁଳିକାଣ୍ଡ ଘଟିଛି। ଏଥିରେ ୨୩ ଜଣଙ୍କୁ ଗୁଳି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫ ଜଣଙ୍କର ମୃତ୍ୟୁ ହୋଇଛି।...

Advertisement
Archives

Model This Week