ଖୁସି ଖବର: ୬ ଦେଶରେ କମିଲା ଓମିକ୍ରନ୍ ସଂକ୍ରମଣ

ନୂଆଦିଲ୍ଲୀ,୧୬ ।୧: ଦୀର୍ଘ ୩ ମାସ ପରେ ବିଶ୍ୱର ପ୍ରାୟ ୬ଟି ଦେଶରେ ୟୁଟର୍ଣ୍ଣ ନେଲାଣି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ । ଅର୍ଥାତ୍ ସଂକ୍ରମଣ କମ୍ ହେଲାଣି । ଏହି ଦେଶମାନଙ୍କ ମଧ୍ୟରେ ରହିଛନ୍ତି, ବ୍ରିଟେନ, କନାଡା, ଇଟାଲୀ, ଆୟାରଲ୍ୟାଣ୍ଡ, ଡେନମାର୍କ ଓ ଆଇସଲ୍ୟାଣ୍ଡ । ଏବେ ଏସବୁ ଦେଶରେ ସଂକ୍ରମଣ ଗ୍ରାଫ ତଳକୁ ଖସିଲାଣି । ତେବେ ଭାରତରେ ଏହି ଗ୍ରାଫ ତଳକୁ ଖସିବାକୁ ଆହୁରି ସମୟ ଲାଗିବ ବୋଲି ବିଶେଷଜ୍ଞମାନେ କହିଛନ୍ତି । କରୋନା ତୃତୀୟ ଏହରର ପିକ୍ ଭାରତରେ ଖୁବଶୀଘ୍ର ଆସିଯିବ ବୋଲି ବିଶେଷଜ୍ଞମାନେ କହୁଛନ୍ତି । ଏବେ ଦୈନିକ ସଂକ୍ରମଣ ୧୬ ପ୍ରତିଶତ ଉପରକୁ ଚାଲିଯାଇଥିବା ବେଳେ ସପ୍ତାହିକ ସଂକ୍ରମଣ ୧୩ ପ୍ରତିଶତରେ ରହିଛି । ଗତ ୩ ଦିନ ହେବ ଦେଶରେ ପ୍ରତିଦିନ ୨ ଲକ୍ଷରୁ ଅଧିକ ନୂଆ ସଂକ୍ରମିତ ସାମ୍ନାକୁ ଆସୁଛନ୍ତି । ୧୫ ଜାନୁୟାରୀ ସୁଦ୍ଧା ଦେଶରେ ୧୭.୫୦ ଲକ୍ଷରୁ ଅଧିକ ଲୋକ କରୋନା ସଂକ୍ରମିତ ହୋଇ ସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସହ ଲଢିବାକୁ ୪୧ ଆଫ୍ରିକୀୟ ଦେଶରେ ରହିଛି ୨ ହଜାରରୁ କମ୍‌ ଭେଣ୍ଟିଲେଟର!

ଓ୍ବାକାଣ୍ଡା,୧୯।୪: କରୋନା ଭାଇରସ ଏବେ ଆଫ୍ରିକା ମହାଦେଶରେ ପ୍ରବେଶ କରିବା ଆରମ୍ଭ କରିଛି। ହେଲେ ସବୁଠାରୁ ଚିନ୍ତାର ବିଷୟ ଏହାର ଅନେକ ଦେଶରେ କରୋନା ସହ...

ସମୁଦ୍ରରେ ବୁଡ଼ିଗଲେ ନୌସେନା ଅଧିକାରୀ

ଚେନ୍ନାଇ, ୨୭।୧୧: ନିକଟସ୍ଥ କୋଭାଲମ୍‌ ଉପକୂଳ ସମୁଦ୍ରରେ ଗୁରୁବାର ବୁଡି ପ୍ରାଣ ହରାଇଛନ୍ତି ଜଣେ ନୌସେନା ଅଧିକାରୀ। ମୃତକ ହେଲେ ୩୬ ବର୍ଷୀୟ ଲ୍ୟୁଟ୍‌ନାଣ୍ଟ କମାଣ୍ଡର...

ସାଲାଡ ପାଇଁ ସ୍ତ୍ରୀଙ୍କୁ ହତ୍ୟା

ଲକ୍ଷ୍ନୌ,୨।୬ : ରାତ୍ରି ଭୋଜନରେ ସାଲାଡ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ ବେଲଚାରେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ଉତ୍ତର ପ୍ରଦେଶର ଶାମଲି ଜିଲାର...

ଚାଇନାକୁ ବଡ ଝଟ୍‌କା

ନୂଆଦିଲ୍ଲୀ,୧୭।୧୧: କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ଆତ୍ମନିର୍ଭରଶୀଳ କରିବା ପାଇଁ ‘ଭୋକାଲ ଫର୍‌ ଲୋକାଲ’ ପାଇଁ ନିବେଦନ କରିଥିଲେ। ବିଶେଷ କରି...

ଟିକା ନେବା ପରେ ପ୍ରତି ୧୦ ହଜାରରୁ ୨-୪ ଜଣ ଆକ୍ରାନ୍ତ ହେଉଛନ୍ତି

ନୂଆଦିଲ୍ଲୀ,୨୧।୪: ଟିକା ନେବା ପରେ କରୋନା ଖୁବ୍‌ କମ୍‌ ସଂଖ୍ୟାରେ ଲୋକେ କୋଭିଡ୍‌ ଆକ୍ରାନ୍ତ ହେଉଛନ୍ତି। ଆଉ ଏହା ଚିନ୍ତା ଜନକ ନୁହେଁ ବୋଲି ବୁଧବାର...

ସକ୍ରିୟ ମାମଲା ଲକ୍ଷେ ୪୬ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୨୮।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ହସ୍ପିଟାଲରୁ ଲୁଚି ପଳାଇଲେ ଚାଇନା ଫେରନ୍ତା ଛାତ୍ର: ଲୋକେ ଭୟଭୀତ

ଭୋପାଳ,୩।୨: ମଧ୍ୟପ୍ରଦେଶ ଛତରପୁରର ନୌଗାଁଓ ଅଞ୍ଚଳରେ ଚାଇନରୁ ଫେରିଥିବା ଜଣେ ଛାତ୍ରଙ୍କୁ କରୋନାଭାଇରସ ସଂକ୍ରମଣର ଆଶଙ୍କା କରି ଭର୍ତ୍ତି କରାଯାଇଥିଲା। ହେଲେ ସେ ହଠାତ୍‌ ହସ୍ପିଟାଲରୁ...

ଶୀନା ବୋରା ଜୀବିତ ଦାବି କଲେ ଇନ୍ଦ୍ରାଣୀ

ନୂଆଦିଲ୍ଲୀ,୧୬।୧୨: ବହୁ ଚର୍ଚ୍ଚିତ ଶୀନା ବୋରା ମର୍ଡର ମିଷ୍ଟ୍ରିରେ ଏକ ରୋମାଞ୍ଚକର ମୋଡ଼ ଆସିଛି। ୨୦୧୨ ଏହି ଘଟଣାରେ ଚାଞ୍ଚଲ୍ୟକର କଥା କହିଛନ୍ତି ମୁଖ୍ୟ ଅଭିଯୁକ୍ତ...

Advertisement
Archives

Model This Week