ବିଶେଷଜ୍ଞଙ୍କ ଚେତାବନୀ ଓମିକ୍ରନ୍ ଯୋଗୁ ବ୍ରିଟେନରେ ହୋଇପାରେ ୭୫୦୦୦ ଲୋକଙ୍କ ମୃତ୍ୟୁ

ଲଣ୍ଡନ,୧୪ ।୧୨: ବ୍ରିଟେନରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଯୋଗୁଁ ସୋମବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ନିଜେ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏହା ସ୍ପଷ୍ଟ କରିଛନ୍ତି । ସେ ଜନସାଧାରଣକୁ ଚେତାବନୀ ଦେଇ କହିଛନ୍ତି ଆଗକୁ କରୋନା ଭାଇରସର ନୂଆ ଭାରିଏଣ୍ଟ ‘ଓମିକ୍ରନ୍‌’ ର ଏ ବଡ ଲହର ଆସୁଛି । ତେଣୁ ଏହାକୁ ରୋକିବା ଜରୁରୀ । ଏହି ଭାରିଏଣ୍ଟ ଦ୍ରୁତ ଗତିରେ କାୟା ବିସ୍ତାର କି ଚାଲିଛି । ଏହାକୁ ଦେଖି ପ୍ରଧାନମନ୍ତ୍ରୀ ବୋରିସ ଜନସନ କହିଛନ୍ତି ଡିସେମ୍ବର ଶେଷ ସୁଦ୍ଧା ୧୮ ବର୍ଷରୁ ଊର୍ଦ୍ଧ୍ୱ ଲୋକେ ବୁଷ୍ଟର ଡୋଜ ନେବା ଜରୁରୀ ।
ଓମିକ୍ରନ୍ ଭାରିଏଣ୍ଟ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏବେ ଏହାର ଭୟାବହତାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଓ ବିଶେଷଜ୍ଞମାନେ ଚେତାବନୀ ଦେଲେଣି । ଲଣ୍ଡନ ସ୍କୁଲ ଅଫ୍ ହାଇଜିନ ଆଣ୍ଡ ଟ୍ରପିକାଲ ମେଡିସିନ ଓ ଦକ୍ଷିଣ ଆଫ୍ରିକାର ଷ୍ଟେଲନବୋଶ ୟୁନିଭର୍ସିଟିର ବିଶେଷଜ୍ଞମାନେ କହିଛନ୍ତି ଓମିକ୍ରନ୍ ବ୍ରିଟେନରେ ଭୟାବହ ପରିସ୍ଥିତି ସୃଷ୍ଟି କରିବ । ଯଦି ଏହାକୁ ରୋକିବାକୁ ଉଚିତ ପଦକ୍ଷେପ ନିଆ ନ ଗଲା ତେବେ ଆସନ୍ତା ବର୍ଷ ଏପ୍ରିଲ ସୁଦ୍ଧା ବ୍ରିଟେନରେ ୨୫,୦୦୦ରୁ ୭୫,୦୦୦ ଲୋକଙ୍କ ମୃତ୍ୟୁ ଓମିକ୍ରନ୍ ଯୋଗୁ ହେବ । ବିଶେଷଜ୍ଞମାନେ କହିଛନ୍ତି ଏହି ଭାରିଏଣ୍ଟ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଏହା ମହାମାରୀର କାରଣ ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?