ରାଜ୍ୟରେ ୯୮ ପ୍ରତିଶତ ନମୁନାରେ ଓମିକ୍ରନ ଭାରିଆଣ୍ଟ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଜ୍ୟରେ ୯୮ ପ୍ରତିଶତ ନମୁନାରେ ଓମିକ୍ରନ ଭୂତାଣୁ ରହିଛି। ଏହା ଡେଲଟା ଭୂତାଣୁଠୁ ବହୁ ଆଗରେ। ଇନ୍‌ଷ୍ଟିଚ୍ୟୁଟ ଅଫ ଲାଇଫ ସାଇନ୍ସର ଜିନୋମ ସିକ୍ୱେନସିଂରୁ ଏହି ତଥ୍ୟ ସାମ୍ନାକୁ ଆସିଛି । ଜାନୁୟାରୀ ୨୮ ତାରିଖରୁ ଫେବୃୟାରୀ ୪ ମଧ୍ୟରେ ୨୪୧ଟି ନମୁନାର ଜିନୋମ ସିକ୍ୱେନ୍ସିଂ କରାଯାଇଥିଲା। ସେଥିରେ ୨୩୫ ନମୁନାରେ ଓମିକ୍ରନ ଭୂତାଣୁ ରହିଥିବା ସ୍ପଷ୍ଟ ହୋଇଛି । ମାତ୍ର ୬ଟିରେ ଡେଲଟା ଭୂତାଣୁ ଚିହ୍ନଟ ହୋଇଛି । ଯେଉଁ ୨୩୫ ନମୁନାରେ ଓମିକ୍ରନ ଚିହ୍ନଟ ହୋଇଛି, ସେଥିରେ ୨୧୭ଟିରେ ବିଏ. ଟୁ ସବ୍‌-ଭାରିଆଣ୍ଟ ରହିଥିବା ବେଳେ ବିଏଓ୍ବାନଓ୍ବାନ ୧୨ଟି ଚିହ୍ନଟ ହୋଇଛି । ମାତ୍ର ୬ଟି ନମୁନାରେ ବିଏଓ୍ବାନ ରହିଛି । ଖୋର୍ଦ୍ଧାରେ ୪ଟି ନମୁନାରେ ଡେଲଟା ଭୂତାଣୁ ଥିବା ବେଳେ ୪୫ ନମୁନାରେ ଓମିକ୍ରନ ରହିଥିବା ଜଣାପଡିଛି। ଗଞ୍ଜାମରୁ ସଂଗ୍ରହ କରାଯାଇଥିବା ୪୭ଟି ନମୁନାରେ ଓମିକ୍ରନ ରହିଛି । ସେହିପରି କଟକରୁ ଆସିଥିବା ସମସ୍ତ୩୦ଟି ନମୁନାରେ ଓମିକ୍ରନ ଚିହ୍ନଟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri