ଦୁଇ ଘଣ୍ଟାରେ ହେବ ଓମିକ୍ରନ୍ ଟେଷ୍ଟ

ନୂଆଦିଲ୍ଲୀ,୧୨ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍‌ର ଟେଷ୍ଟ ଏବେ ସହଜ ହୋଇଯିବ । ଇଣ୍ଡିଆନ୍ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ଦିବ୍ରୁଗଡରେ ଏହାର ଏକ ଟେଷ୍ଟ କିଟ୍ ପ୍ରସ୍ତୁତ କରିଛି, ଯେଉଁଥିରେ ଓମିକ୍ରନ୍ ସମ୍ପର୍କରେ ମାତ୍ର ଦୁଇ ଘଣ୍ଟାରେ ଜଣାପଡିଯିବ । ଏବେ ଓମିକ୍ରନ୍‌ର ଟେଷ୍ଟ ପାଇଁ ଜିନୋମ ସିକ୍ୟୁନସିଂ କରିବାକୁ ପଡୁଛି ଆଉ ଏଥିପାଇଁ ୩-୪ ଦିନ ସମୟ ଲାଗୁଛି ।
ସୂଚନାଯୋଗ୍ୟ, ସାରା ବିଶ୍ୱରେ ଏବେ ଓମିକ୍ରନ୍ ଦ୍ରୁତ ଗତିରେ ମାଡି ଚାଲିଥିବା ବେଳେ ଏହାର ଟେଷ୍ଟିଂକୁ ନେଇ ସମସ୍ତେ ଚିନ୍ତିତ ଅଛନ୍ତି । କିନ୍ତୁ ଏ ଦିଗରେ ପାଦେ ଆଗକୁ ଯାଇଛି ଆଇସିଏମ୍‌ଆର୍ । ଏବେ ଯେତେଶୀଘ୍ର ଏହି ନୂଆ ଭାରିଏଣ୍ଟର ଚିହ୍ନଟ କରାଯାଇ ପାରିବ ସେତେଶୀଘ୍ର ଏହାର ଚିକିତ୍ସା କରାଯାଇ ପାରିବ ବୋଲି କୁହାଯାଉଛି । ଏବେ ଭାରତରେ ୩୩ ଓମିକ୍ରନ୍ ଚିହ୍ନଟ ହୋଇଥିବା ବେଳେ ଅନେକଙ୍କ ଜିନୋମ ସିକ୍ୟୁନସିଂ ରିପୋର୍ଟକୁ ଅପେକ୍ଷା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri