Posted inଜାତୀୟ

ସାଧାରଣ ଲକ୍ଷଣ ସହ ବଢିବ ଓମିକ୍ରନ୍‌: ଟିକା ଦେବ ସୁରକ୍ଷା

ନୂଆଦିଲ୍ଲୀ,୨୬ ।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମ କରି ଓମିକ୍ରନ୍ ଭାରିଏଣ୍ଟର ଚିହ୍ନଟ କରିଥିବା ଡା.ଏଞ୍ଜେଲିକ କୋଏତଜୀ କହିଛନ୍ତି ଭାରତରେ ଓମିକ୍ରନ ସାମାନ୍ୟ ଲକ୍ଷଣ ସହ ପ୍ରସାର ଲାଭ କରିବ । ଯେମିତି ଦକ୍ଷିଣ ଆଫ୍ରିକାରେ ଦେଖାଯାଇଥିଲା । ହେଲେ ଯେଉଁମାନେ ଟିକା ନେଇଛନ୍ତି ସେମାନେ ସୁରକ୍ଷିତ ବୋଲି କୋଏତଜୀ କହିଛନ୍ତି । କିନ୍ତୁ ଯେଉଁମାନେ ଟିକା ନେଇ ନାହାନ୍ତି ସେମାନେ ସଂକ୍ରମିତ ହେବା ଆଶଙ୍କା ଅଧିକ ବୋଲି ସେ କହିଛନ୍ତି । ପୂର୍ବରୁ ବିଶେଷଜ୍ଞମାନେ ବି କହିଥିଲେ ଓମିକ୍ରନ୍ ଭାରିଏଣ୍ଟଠାରୁ କରୋନା ଟିକା କିଛି ପରିମାଣରେ ସୁରକ୍ଷା ଦେବ । ଏବେ କିନ୍ତୁ ଦେଖାଯାଇଛି କି ସାମନ୍ୟ ଲକ୍ଷଣ ସହ କରୋନା ଟିକା ନେଇଥିବା ବ୍ୟକ୍ତି ବି ଓମିକ୍ରନ୍ ଦ୍ୱାରା ଆକ୍ରାନ୍ତ ହେଉଛନ୍ତି । ହେଲେ ଏମାନଙ୍କ ସୁସ୍ଥତା ହାର ଅଧିକ ବୋଲି ବି ବିଶେଷଜ୍ଞ କହିଛନ୍ତି । ତେଣୁ ଏବେ ସାରା ବିଶ୍ୱରେ ଓମିକ୍ରନ୍‌ଠାରୁ ଦୂରେଇ ରହିବାକୁ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?