ଭୁବନେଶ୍ୱର,୩୦।୧୨(ବ୍ୟୁରୋ) : ରାଜ୍ୟରେ ଗୁରୁବାର ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲଏସ୍ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ବୁଧବାର ମଧ୍ୟ ଜଣେ ଆକ୍ରାନ୍ତ ହୋଇଥିଲେ।
ଭୁବନେଶ୍ୱର,୩୦।୧୨(ବ୍ୟୁରୋ) : ରାଜ୍ୟରେ ଗୁରୁବାର ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲଏସ୍ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ବୁଧବାର ମଧ୍ୟ ଜଣେ ଆକ୍ରାନ୍ତ ହୋଇଥିଲେ।
ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…
ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…
ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…
ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…
ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…
ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…
ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…
ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…