ରାଜ୍ୟରେ ଚିନ୍ତା ବଢାଉଛି ଓମିକ୍ରନ,ଆଉ ୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ) : ରାଜ୍ୟରେ ଗୁରୁବାର ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲଏସ୍‌ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ବୁଧବାର ମଧ୍ୟ ଜଣେ ଆକ୍ରାନ୍ତ ହୋଇଥିଲେ।

Share