ଭାରତରେ ଓମିକ୍ରନ୍‌ର ନୂଆ ସବ୍‌-ଭାରିଆଣ୍ଟ୍‌ ବିଏ.୨.୭୫ ଚିହ୍ନଟ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ସତର୍କ ସୂଚନା…

ନୂଆଦିଲ୍ଲୀ/ଜେନେଭା, ୭।୭ : ଭାରତରେ କରୋନା ଭାଇରସର ଓମିକ୍ରନ ଭାରିଆଣ୍ଟର ଏକ ନୂତନ ସବ୍‌-ଭାରିଆଣ୍ଟ ବିଏ.୨.୭୫ ଚିହ୍ନଟ ହୋଇଛି। ଏହାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ତଦାରଖ କରାଯାଉଛି। ଏ ସମ୍ପର୍କରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ ଆଧାନୋମ ଘେବ୍ରେୟସସ୍‌ କହିଛନ୍ତି।

ଏକ ଗଣମାଧ୍ୟମ ସମ୍ମିଳନୀରେ ସେ କହିଛନ୍ତି ଯେ ’ଗତ 2 ସପ୍ତାହ ମଧ୍ୟରେ ବିଶ୍ୱରେ କୋଭିଡ -୧୯ ମାମଲାରେ ପ୍ରାୟ ୩୦ ପ୍ରତିଶତ ବୃଦ୍ଧି ଘଟିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ୬ଟି ଉପ-ଅଞ୍ଚଳ ମଧ୍ୟରୁ ଚାରିଟିରେ ଗତ ସପ୍ତାହରେ ମାମଲା ବୃଦ୍ଧି ପାଇଛି। ୟୁରୋପ ଏବଂ ଆମେରିକାରେ ବିଏ.୪ ଏବଂ ବିଏ.୫ ର ମାମଲା ଦେଖିବାକୁ ମିଳିଛି।
ଭାରତରେ ବିଏ.୨.୭୫ ସବ୍‌-ଭାରିଆଣ୍ଟ୍‌ ଉପରେ ନଜର ରଖାଯାଇଛି ବୋଲି ସେ କହିଛନ୍ତିି।

ଓମିକ୍ରନନ୍‌ର ସବ୍‌-ଭାରିଆଣ୍ଟ୍‌ ବିଏ.୨.୭୫ ଚିହ୍ନଟ ହେବା ପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ ଟୁଇଟରରେ ପୋଷ୍ଟ କରିଥିବା ଏକ ଭିଡିଓରେ କହିଛନ୍ତି ଯେ ବିଏ.୨.୭୫ ନାମକ ଏକ ସବ୍‌-ଭାରିଆଣ୍ଟ୍‌ ଭାରତରେ ଚିହ୍ନଟ ହୋଇଛି। େଏହା ପ୍ରଥମେ ଭାରତରେ ଦେଖାଗଲା, ତା’ପରେ ଅନ୍ୟ ୧୦ ଟି ଦେଶରେ ବ୍ୟାପିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri