ଓଡ଼ିଶାରେ ପହଞ୍ଚିଲା ଓମିକ୍ରନ ଟେଷ୍ଟିଂ କିଟ୍‌

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଓମିକ୍ରନ ଟେଷ୍ଟିଂ କିଟ୍‌ ଓମିସିୟୋର ଓଡ଼ିଶାରେ ପହଞ୍ଚିଛି। ଏଣିକି ରାଜ୍ୟରେ ଓମିକ୍ରନ ଟେଷ୍ଟ ସହଜ ହେବ । ଓମିକ୍ରନ ଟେଷ୍ଟିଂ କିଟ୍‌ ଓଡ଼ିଶାରେ ପହଞ୍ଚିବା ପରେ ଆଉ ଜେନମ ସିକ୍ୱେନ୍ସିଂ କରିବା ଆବଶ୍ୟକ ପଡିବନି । ପ୍ରଥମ ପର୍ଯ୍ୟାୟରେ କିଛି ପରିମାଣର କିଟ ରାଜ୍ୟକୁ ଆସିଛି । ମେଡିକାଲ ଆଣ୍ଡ ଡାଇଗ୍ନୋଷ୍ଟିକ୍ସ ଲିମିଟେଡ ଟାଟା ଏମ୍‌ଡି ପକ୍ଷରୁ ଓଡ଼ିଶାକୁ ଏହି କିଟ୍‌ ପଠାଯାଇଛିି । ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓମିକ୍ରନ କିଟ୍‌ ଓମିସିୟୋରର ୫ ଲକ୍ଷ କିଟ ପାଇଁ ଅର୍ଡର ଦେଇଛନ୍ତି । ଓମିକ୍ରନର ଲକ୍ଷଣ ଥିଲେ ସଙ୍ଗେ ସଙ୍ଗେ ଏହି କିଟ୍‌ରେ ଟେଷ୍ଟ କରିବା ଦ୍ୱାରା ଭୂତାଣୁ ଚିହ୍ନଟ ହୋଇପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ କରାଯାଇଥିବା ଏକ ଉଲ୍ଲେଖର ପ୍ରତିକ୍ରିୟାରେ ସୋସିଆଲ ମିଡିଆରେ ‘ଦିମାଗି ନକ୍ସଲ ପାର୍ଟି’ (ବୌଦ୍ଧିକ ନକ୍ସଲ ପାର୍ଟି)…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri