ହ୍ରିତିକ ରୋଶନଙ୍କ ପୂର୍ବତନ ସ୍ତ୍ରୀଙ୍କୁ ଓମିକ୍ରନ୍‌

ମୁମ୍ବାଇ: ଦେଶରେ କରୋନା ସଂକ୍ରମଣ ବଢ଼ି ଚାଲିଛି। ନେତା ମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ବଲିଉଡ ସେଲିବ୍ରିଟି କରୋନାର ଶିକାର ହେଉଛନ୍ତି। ଏବେ ବଲିଉଡର ସୁପରଷ୍ଟାର ହ୍ରିତିକ ରୋଶନଙ୍କ ପୂର୍ବତନ ସ୍ତ୍ରୀ ସୁଜାନେ ଖାନଙ୍କୁ ମଧ୍ୟ ମହାମାରୀ କବଳିତ କରିଛି। ସେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ନିଜେ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ ଶେୟାର କରି ସୂଚନା ଦେଇଛନ୍ତି। ସୋମବାର ରାତିରେ ତାଙ୍କ କରୋନା ଟେଷ୍ଟ ପଜିଟିଭ ଆସିଥିଲା। ‘ସୁରକ୍ଷିତ ରୁହନ୍ତୁ ଆଉ ଧ୍ୟାନ ରଖନ୍ତୁ। ଏହା ବେଶ ସଂକ୍ରାମକ ବୋଲି ସୁଜାନେ ତାଙ୍କ ପୋଷ୍ଟରେ ଲେଖିଛନ୍ତି’।
ସୁଜାନେ ଦିନକ ପୂର୍ବରୁ ତାଙ୍କ ପୂର୍ବତନ ସ୍ବାମୀ ହ୍ରିତିକ୍‌ଙ୍କ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଥିଲେ। ସେ ତାଙ୍କ ପୁଅ ସହ ହ୍ରିତିକଙ୍କ ଏକ ସୁନ୍ଦର ଭିଡିଓ ମଧ୍ୟ ଶେୟାର କରି ତାଙ୍କୁ ‘ସବୁଠାରୁ ଭଲ ବାପା’ ବୋଲି କହି ସମ୍ବୋଧିତ କରିଥିଲେ। ହ୍ରିତିକ ଓ ସୁଜେନ ଛାଡପତ୍ର ପରେ ଅଲଗା ହୋଇଯାଇଛନ୍ତି ସତ କିନ୍ତୁ ଦୁହେଁ ଆଜି ମଧ୍ୟ ଭଲ ବନ୍ଧୁ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri