ସୌମ୍ୟଙ୍କ ମୃତ୍ୟୁକୁ ନେଇ ସାଂଘାତିକ କଥା କହିଲେ ସାଙ୍ଗ ଓମ୍‌, ଯୁବତୀଙ୍କୁ ମାଡ଼ ମାରିଥିଲେ ହେଲେ…

ଭୁବନେଶ୍ୱର,୯।୫: GRP କନଷ୍ଟେବଲ ସୌମ୍ୟଙ୍କ ମୃତ୍ୟୁକୁ ନେଇ ସାଂଘାତିକ ଖୁଲାସ କଲେ ସାଙ୍ଗ ଓମ ପ୍ରକାଶ। ଦୁଇ ଯୁବତୀ ଆଣିଥିବା ଅଭିଯୋଗକୁ ଓମ୍‌ ଖଣ୍ଡନ କରିଛନ୍ତି। ତେବେ ସୌମ୍ୟ ଯୁବତୀଙ୍କୁ ମାଡ଼ ମାରିଥିବା ଘଟଣାକୁ ସେ ସୱୀକାର କରିଛନ୍ତି। ଅସଦାଚରଣ ଘଟଣାକୁ ସେ ସମ୍ପୂର୍ଣ୍ଣ ମନା କରିଛନ୍ତି। ଦୁଇ ଯୁବତୀ ମିଛ କହୁଥିବା ସେ କହିଛନ୍ତି। ୭୦/୮୦ ଲୋକ ଘେରିଗଲେ, ୧୦ରୁ ୧୨ ଜଣ ପିଟିଥିଲେ। ମୁହଁକୁ ଗୋଇଠା ମାଡ଼ ଓ ବାଉଁଶ ଫାଳିଆରେ ପିଟିଥିଲେ। ବିନା ୟୁନିଫର୍ମରେ ଭିଡ଼ ମଧ୍ୟରେ ପିସିଆର୍‌ ମଧ୍ୟ ସୌମ୍ୟଙ୍କୁ ପିଟୁଥିଲା। ୟୁନିଫର୍ମରେ ଥିବା ପିସିଆର୍‌ ଚୁପ ହୋଇ ଦେଖୁଥିଲେ। ଆଇନକୁ ହାତକୁ ନେଇଥିବା ଲୋକଙ୍କୁ ଦଣ୍ଡ ମିଳିବା ଦରକାର ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ଶୁଭେନ୍ଦୁଙ୍କର ରହିଛି ୩୦ ବର୍ଷର ଅଭିଜ୍ଞତା, ହେଲେ ହୋଇ ପାରିଲେନି ସ୍ବାମୀ, ଜାଣନ୍ତୁ ବଙ୍ଗର ନୂଆ ‘ସୁଲତାନ’ଙ୍କ ଜୀବନର କିଛି ରୋଚକ କଥା

କୋଲକାତା,୯।୫: ଶନିବାର ପଶ୍ଚିମବଙ୍ଗରେ କ୍ଷମତାର ଶୀର୍ଷରେ, ଜଣେ ଯୋଦ୍ଧାଙ୍କ ରାଜ୍ୟାଭିଷେକ କରାଯାଉଛି – ଜଣେ ବ୍ୟକ୍ତି ଯିଏ ବୁଥ ସ୍ତରରେ ତାଙ୍କର ରାଜନୈତିକ ଯାତ୍ରା ଆରମ୍ଭ କରିଥିଲେ…

ଗାଁକୁ ଆସି ପଡ଼ିଲେ ଧରା: ୧୦ ମାସ ହେଲା କେଟିଏମ୍‌ ଚଢ଼ି ବୁଲୁଥିଲେ, ଧରିପକାଇଲା… 

ଦିଗପହଣ୍ଡି,୯।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁ ଛକରୁ ଗତ ୨୦୨୫ ଜୁଲାଇ ୩୧ ତାରିଖରେ ଏକ କେଟିଏମ ବାଇକ ଚୋରି ଘଟଣାରେ…

ନବୀନ ନିବାସ ସାମ୍ନାରୁ ହଟିବ ବ୍ୟାରିକେଡ୍‌, ହାଇକୋର୍ଟଙ୍କ ଅସନ୍ତୋଷ ପରେ…

ଭୁବନେଶ୍ୱର,୯ା୫: ରାଜଧାନୀ ଭୁବନେଶ୍ୱର ପୁରୁଣା ଏୟାରପୋର୍ଟ ରୋଡ୍‌ରେ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ‘ନବୀନ ନିବାସ’ ସାମ୍ନାରେ କରାଯାଇଥିବା ସୁରକ୍ଷା ବ୍ୟାରିକେଡ୍‌କୁ ନେଇ ଏବେ…

ଅଡ଼ୁଆରେ ଏହି ୨ କ୍ରିକେଟର୍‌: ଡୋପ୍‌ ଟେଷ୍ଟ ପାଇଁ ହେଲେନି ହାଜର

ନୂଆଦିଲ୍ଲୀ,୯।୫: ଡୋପ ଟେଷ୍ଟ ପାଇଁ ଉପସ୍ଥିତ ନ ହେବା ପାଇଁ NADA ଭାରତୀୟ କ୍ରିକେଟ ଦଳର ଦୁଇ ଉଦୀୟମାନ ଖେଳାଳିଙ୍କୁ ନୋଟିସ ଜାରି କରିଛି। ଏହି ଖେଳାଳିମାନେ…

ହଠାତ୍‌ ଆକାଶରେ ଦେଖାଗଲା ଏକ ରହସ୍ୟମୟ ଆଲୋକ, ଏଲିଅନକୁ ନେଇ ଜୋର୍‌ଦାର ଚର୍ଚ୍ଚା, ସତ୍ୟତା ପ୍ରକାଶ କଲେ ବୈଜ୍ଞାନିକ…

ଆକାଶରେ ଏକ ରହସ୍ୟମୟ ଆଲୋକ ଦେଖାଦେଲା, ଯାହା ଏଲିଅନ ବିଷୟରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ହଠାତ୍‌ ଅନ୍ଧାର ରାତିରେ ଆକାଶରେ ଏକ ଚମକଦାର ଆଲୋକ ଦେଖାଗଲା, ଯାହା…

୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ସିଜିଏସଟି ସୁପରିଟେଣ୍ଡେଣ୍ଟ, ବାନ୍ଧିଲା CBI

ବାଲେଶ୍ବର,୯।୫ ବାଞ୍ଛାନିଧି ଦେ): ଲାଞ୍ଚ ନେଉଥିବାବେଳେ କେନ୍ଦ୍ରୀୟ ଦ୍ରବ୍ୟ ଓ ସେବାକର (ସିଜିଏସଟି)ବିଭାଗର ବାଲେଶ୍ବର ଆଞ୍ଚଳିକ ଅଧୀକ୍ଷକ (ଟେକ୍ନିକାଲ  ସୁପରିଟେଣ୍ଡେଣ୍ଟ) ଓମ ପ୍ରକାଶ ନାୟକଙ୍କୁ ସିବିଆଇ ଟିମ…

ହର୍ମୁଜରେ ଆମେରିକା-ଇରାନ ବିବାଦ ଥମିବାର ନା ନେଉନାହିଁ; ପୁଣି ହେଲା କ୍ଷେପଣାସ୍ତ୍ର ସହ ଡ୍ରୋନ ଆକ୍ରମଣ

ତେହରାନ,୯।୫: ଗୁରୁବାର ବିଳମ୍ବିତ ରାତିରେ ଆମେରିକା ନୌସେନା ଦୁଇଟି ଇରାନୀ ଜାହାଜ ଏବଂ ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଦ୍ୱୀପପୁଞ୍ଜ ଉପରେ ଆକ୍ରମଣ କରି ଉପସାଗରରେ ଉତ୍ତେଜନା…

ଦୁନିଆର ସବୁଠୁ ଉଚ୍ଚ ଡାକଘର, ସମୁଦ୍ର ପତ୍ତନଠାରୁ…

ଡିଜିଟାଲ ଯୁଗ ହୁଏତ ଦୁନିଆକୁ ସ୍କ୍ରିନ୍‌ରେ ପରିଣତ କରିଦେଇଛି, କିନ୍ତୁ କିଛି ଭାବନା ଏବେ ବି କାଗଜ କଲମରେ ସେମାନଙ୍କର ଭାବନା ପୂର୍ଣ୍ଣ ପ୍ରକାଶିତ ହୋଇଥାଏ। ଚିଠିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri