୨୯ରେ ଆର୍‌ଡିସି ଅଫିସ ଘେରାଉ

ଢେଙ୍କାନାଳ ଅଫିସ,୧୬।୯: ଅଲ ଓଡ଼ଶା ଇପିଏଫ୍‌ ପେନସନର୍ସ ଆସୋସିଏଶନ ଢେଙ୍କାନାଳ ଜିଲା ଶାଖାର କାର୍ଯ୍ୟକାରିଣୀ ବୈଠକ ସଭାପତି ଜ୍ୟୋତିରଞ୍ଜନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଇପିଏଫ୍‌ ପେନ୍‌ସନର୍ସଙ୍କୁ ସର୍ବନିମ୍ନ ୯୦୦୦ ଟଙ୍କା ପେନସନ୍‌, ମହଙ୍ଗାଭତ୍ତା ସହ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବାକୁ କେନ୍ଦ୍ର ସରକାର ବାରମ୍ବାର ପ୍ରତିଶ୍ରୁତି ଦେଉଛନ୍ତି। ଦେବେ ଦାବିପୂରଣକୁ ଦିଗରେ ପଦକ୍ଷେପ ନିଆଯାଉନାହିଁ। ଏହାର ପ୍ରତିବାଦରେ ଆସନ୍ତା ୨୯ ତାରିଖରେ ସମ୍ବଲପୁରସ୍ଥିତ ଆର୍‌ଡିସି କାର୍ଯ୍ୟାଳୟ ଘେରାଉ କରାଯିବ। ଏଥିରେ ଢେଙ୍କାନାଳରୁ ୨୦ରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକ ଯୋଗଦେବେ ବୋଲି ନିଷ୍ପତ୍ତି ହୋଇଛି। ଏଥିସହ ଏମ୍‌ପି ମହେଶ ସାହୁଙ୍କୁ ସାକ୍ଷାତ୍‌ କରି ପେନ୍‌ସନ ବୃଦ୍ଧି ପାଇଁ କେନ୍ଦ୍ର ଶ୍ରମମନ୍ତ୍ରୀଙ୍କ ସହିତ ଆଲୋଚନା କରିବାକୁ ଅନୁରୋଧ ନିମନ୍ତେ ପ୍ରସ୍ତାବ ଗୃହୀତ ହୋଇଛି। ବୈଠକରେ ଉପସଭାପତି ହୃଦାନନ୍ଦ ପ୍ରଧାନ, ଶରତ ରଥ, କୋଷାଧ୍ୟକ୍ଷ ନେତ୍ରାନନ୍ଦ ସାହୁ, ସମ୍ପାଦକ ସଦାଶିବ ମିଶ୍ର, ସଦସ୍ୟ ଗୋପୀନାଥ ଜେନା, ବାଇଧର ଚକ୍ର, ନୀରୋଦ ପଟ୍ଟନାୟକ, ବାସୁଦେବ ଦେହୁରୀ, ଧ୍ରୁବ ନାଏକ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। ଯୁଗ୍ମ ସମ୍ପାଦକ ଉମାଶଙ୍କର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri