Posted inଖେଳ

କ୍ରିକେଟ୍‌ ଇତିହାସରେ ଏମିତି ରେକର୍ଡ, ଯାହା ଆଜି ବି ଅତୁଟ

କିମ୍ବଦନ୍ତୀ କ୍ରିକେଟର ବ୍ରାଏନ ଚାଲର୍‌ସ ଲାରା କ୍ରିକେଟ ପଡ଼ିଆରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ରେକର୍ଡ କରିବା ସହିତ ସେ ଅନେକ ମହାନ କ୍ରିକେଟରଙ୍କ ରେକର୍ଡ ମଧ୍ୟ ଭାଙ୍ଗିଥିଲେ। ଜୁନ ୬ ଲାରା ପାଇଁ ଏକ ବିଶେଷ ଦିନ। ୧୯୯୪ରେ ଏହି ଦିନ, ଲାରା ତାଙ୍କ ନାମରେ ଏକ ରେକର୍ଡ ସୃଷ୍ଟି କରିଥିଲେ ଯାହା ଆଜିବି ଅତୁଟ ରହିଛି।
ଯଦି ଟେଷ୍ଟ କ୍ରିକେଟ କିମ୍ବା ପ୍ରଥମ ଶ୍ରେଣୀ କ୍ରିକେଟରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର ବିଷୟରେ କୁହାଯାଏ, ତେବେ ବ୍ରାଏନ ଲାରାଙ୍କ ନାମ ପ୍ରଥମେ ଆସେ । ଏହି ବାମହାତୀ ବ୍ୟାଟ୍ସମ୍ୟାନ ୬ ଜୁନ ୧୯୯୪ରେ କାଉଣ୍ଟି କ୍ରିକେଟରେ ୫୦୧ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ। ବର୍ମିଂହାମ ଗ୍ରାଉଣ୍ଡରେ ଇଂରାଜୀ କାଉଣ୍ଟି ଦଳ ୟର୍କସାୟାର ପାଇଁ ୫୦୧ ରନର ଅପରାଜିତ ଇନିଂସ ଖେଳି ଲାରା ଇତିହାସ ସୃଷ୍ଟି କରିଥିଲେ। ସେ ଡରହମ (ଡୁରୁମ କାଉଣ୍ଟି କ୍ରିକେଟ କ୍ଲବ) ବିପକ୍ଷରେ ଏହି ଇନିଂସ ଖେଳିଥିଲେ। ଡରହମ ଏବଂ ୟର୍କସାୟାର ମଧ୍ୟରେ ଏହି କାଉଣ୍ଟି ମ୍ୟାଚ ଡ୍ର ରହିଥିଲା।
୫୦୧ ରନ୍‌ର ଅପରାଜିତ ଇନିଂସ ଜରିଆରେ ଲାରା ଅନେକ କିମ୍ବଦନ୍ତୀଙ୍କୁ ପଛରେ ପକାଇଥିଲେ। ପ୍ରଥମ ଶ୍ରେଣୀରେ ସର୍ବାଧିକ ରନ କରିଥିବା ଗ୍ରାମ ହିକ (୪୦୫ ନଟ୍‌ଆଉଟ୍‌), ଆର୍ଚି ମ୍ୟାକଲରେନ (୪୨୪ ରନ), ଆଫତାବ ବାଲୋଚ (୪୨୮ ରନ), ବିଲ ପନ୍ସଫୋର୍ଡ (୪୨୯ ରନ), ବିଲ ପନ୍ସଫୋର୍ଡ (୪୩୭ ରନ), ବିବି ନିମ୍ବଲକର (୪୪୩ ରନ) । ସାର୍‌ ଡନ ବ୍ରାଡମ୍ୟାନ (୪୫୨ ନଟ୍‌ଆଉଟ୍‌) ଏବଂ ହନିଫ ମହମ୍ମଦ (୪୯୯ ରନ)ଙ୍କୁ ଲାରା ପଛରେ ପକାଥିଲେ॥


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri