Posted inଜାତୀୟ

ଆଜାଦଙ୍କ ମନ୍ତବ୍ୟ ନେଇ କଂଗ୍ରେସ କହିଲା ପାଗ ବଦଳି ଯାଇଛି…

ନୂଆଦିଲ୍ଲୀ, ୧୪।୯ : ବରିଷ୍ଠ ନେତା ଗୁଲାମ ନବୀ ଆଜାଦ କଂଗ୍ରେସ ଠାରୁ ଅଲଗା ହେବା ପରେ ଆସନ୍ତା କିଛି ଦିନ ମଧ୍ୟରେ ଏକ ନୂଆ ଦଳ ଘୋଷଣା କରିବାକୁ ଯାଉଛନ୍ତି। ଦଳ ଘୋଷଣା ପୂର୍ବରୁ ସେ ଲଗାତାର କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କୁ ସେ ଟାର୍ଗେଟ କରୁଛନ୍ତି। ବର୍ତ୍ତମାନ ସେ ଏକ ସାକ୍ଷାତକାରରେ କହିଛନ୍ତି ଯେ ରାହୁଲ ଗାନ୍ଧୀଙ୍କ ପରି ସେ କାହାକୁ ବ୍ୟକ୍ତିଗତ ସମାଲୋଚନା କରନ୍ତି ନାହିଁ। ସେ ବ୍ୟକ୍ତିବିଶେଷଙ୍କୁ ନୁହେଁ ବରଂ ନୀତିକୁ ସମାଲୋଚନା କରନ୍ତି। ଏହା ପରେ କଂଗ୍ରେସ ନେତା ଜୟରାମ ରମେଶ ତାଙ୍କ ମନ୍ତବ୍ୟକୁ ନେଇ କଟାକ୍ଷ କରି କହିଛନ୍ତ ଯେ ପାଗ ବଦଳି ଯାଇଛି।

ଆଜାଦ କହିଛନ୍ତି ଯେ ଯେତେବେଳେ ସେ ସାତ ବର୍ଷ ଧରି ସଂସଦରେ ବିରୋଧୀଦଳର ନେତା ଭୂମିକାରେ ଥିଲେ, ସେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତିକୁ ସମାଲୋଚନା କରିଥିଲେ, କିନ୍ତୁ ବର୍ତ୍ତମାନ ତାଙ୍କ ନାମ ଭାଜପା ସହ ଯୋଡା ଯାଉଛି। ଆଜାଦ କହିଛନ୍ତି, ରାହୁଲ ଜି -୨୩ ଗଠନ ପରେ ତାଙ୍କୁ ଭାଜପା ସହିତ ଯୋଡ଼ିବା ଆରମ୍ଭ କରିଥିଲେ। ଏହି ମିଥ୍ୟା ଖବର କଂଗ୍ରେସ ୱାର୍କିଂ କମିଟି ଏବଂ ନେତାଙ୍କଠାରୁ ଆରମ୍ଭ ହୋଇଥିଲା।

ପ୍ରଧାନମନ୍ତ୍ରୀ ମୋଦିଙ୍କ ନିର୍ଦ୍ଦେଶରେ ଜି-୨୩ ପକ୍ଷରୁ ଚିଠି ଲେଖାଯାଇଥିବା ଅଭିଯୋଗ ହୋଇଥିଲା। ମୁଁ କହିଲି, ପ୍ରଧାନମନ୍ତ୍ରୀ ମୋଦି ପାଗଳ ନୁହଁନ୍ତି ଯେ ସେ ଆମକୁ କଂଗ୍ରେସକୁ ମଜବୁତ କରିବାକୁ କହିବେ। ମତେ ଙ୍କୁ କେହି ଆଦେଶ ଦେଇ ପାରିବେ ନାହିଁ। ମୋ ବିରୋଧରେ କୌଣସି ମାମଲା ନାହିଁ ଏବଂ ଗୋଟିଏ ଏଫଆଇଆର ରୁଜୁ ହୋଇ ନାହିଁ। ମୋର କୌଣସି ସମ୍ପତ୍ତି ନାହିଁ। ମୁଁ କାହିଁକି କାହାକୁ ଭୟ କରିବି ବୋଲି ଆଜାଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାତାର ଖସୁଛି ସୁନା-ଚାନ୍ଦିର ଦାମ୍‌, ଜାଣନ୍ତୁ ଏବେ କେତେ ହେଲାଣି

ନୂଆଦିଲ୍ଲୀ,୯।୨: ସୁନା ମୂଲ୍ୟରେ ହ୍ରାସ ଧାରା ଜାରି ରହିଛି। ନୂତନ ସପ୍ତାହର ପ୍ରଥମ ଦିନ, ଫେବୃଆରୀ ୯ ତାରିଖ ସୋମବାର ସକାଳେ, ରାଜଧାନୀ ଦିଲ୍ଲୀରେ ୨୪କ୍ୟାରେଟ ସୁନାର…

ସଡ଼କ ଦୁର୍ଘଟଣାରେ ଧରିତ୍ରୀ କର୍ମଚାରୀ ମୃତ

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା):ସଡ଼କ ଦୁର୍ଘଟଣାରେ ଧରିତ୍ରୀ ରାୟଗଡ଼ା ସଂସ୍କରଣର ପ୍ରିଣ୍ଟ ଷ୍ଟେଶନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ରବିବାର ସନ୍ଧ୍ୟାରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାୟଗଡା ସଦର…

ଭାରତ-ନାମିବିଆ ମ୍ୟାଚ ପୂର୍ବରୁ ବଡ଼ ଅପଡେଟ, ଟିମ ଇଣ୍ଡିଆର ପ୍ଲେଇଂ XIରେ ହେବ ଏହି ପରିବର୍ତ୍ତନ

ନୂଆଦିଲ୍ଲୀ,୯।୨: ଭାରତ ୨୦୨୬ ଟି୨୦ ବିଶ୍ୱକପରେ ବିଜୟ ସହିତ ଖାତା ଖୋଲିଥିଲା। ତଥାପି, ପ୍ରଥମ ମ୍ୟାଚ ଏହା ମଧ୍ୟ ଦେଖାଇଥିଲା ଯେ ଦଳକୁ ଏବେ ମଧ୍ୟ କିଛି…

ହଠାତ୍‌ ପାରଦ ତଳମୁହାଁ: ରାତିରେ ଖସୁଛି, ଦିନରେ ତାତି

ଭୁବନେଶ୍ୱର, ୯ା୨ (ବନ୍ଦନା ସେଠୀ):ରାଜ୍ୟରେ ହଠାତ୍‌ ପାରଦ ତଳମୁହାଁ ହୋଇଛି। ଫଳରେ ଏବେ ରାତିରେ ଶୀତ ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର…

IND vs PAK ମ୍ୟାଚ ବୟକଟ ଶେଷ କରିବାକୁ ICC ସାମ୍ନାରେ ୩ଟି ବଡ଼ ଦାବି ରଖିଲା ପାକିସ୍ତାନ, ଏହାକୁ ମାନିବ କି ଭାରତ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପ 2026 ରେ ଭାରତ ବନାମ ପାକିସ୍ତାନ ମ୍ୟାଚ ଉପରେ କଳାବାଦଲ ଘୋଡ଼ାଇ ହୋଇ ରହିଛି। ପାକିସ୍ତାନ ଏହି ଟୁର୍ଣ୍ଣାମେଣ୍ଟରେ ଭାରତ…

ମିଠା ପ୍ରସ୍ତୁତ ମେଶିନରେ ପଶିଗଲା ନାବାଳକଙ୍କ ହାତ, ଆଉ ତା’ ପରେ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରେଡ୍ଡୀ ସାହିରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ରେଡ୍ଡୀ ସାହିରେ ଥିବା ସିଙ୍ଗପୁର ଗ୍ରାମର…

ଚେନ୍ନାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ବ୍ୟବଚ୍ଛେଦ କରା ନ ଯିବାରୁ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ.ସନ୍ତୋଷ ରେଡ୍ଡୀ(୩୨) ନାମକ ଜଣେ ଦାଦନ ଶ୍ରମିକଙ୍କ ଚେନ୍ନାଇରେ ସନ୍ଦେହଜନକ ମୃତ୍ୟୁ…

ଠିକାଦାରଙ୍କ ମନମାନି: ଜଙ୍ଗଲ କାଟି ରାସ୍ତା ତିଆରି, ସ୍ଥାୟିତ୍ୱ ନେଇ ପ୍ରଶ୍ନ

ମହାକାଳପଡ଼ା,୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ସୁରକ୍ଷା ପାଇଁ ତଟ ବନ୍ଧ ବିଭାଗ ପକ୍ଷରୁ ଖରିନାସୀ- ବାରନମ୍ବର ଘେରିବନ୍ଧ ପ୍ରଶସ୍ତୀକରଣରେ ଉଚ୍ଚ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri