Posted inଜାତୀୟ

Video: ରାସ୍ତାରେ ନମାଜ କରୁଥିବା ଲୋକଙ୍କୁ ଗୋଇଠା ମାରି ପୋଲିସ ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୮।୩: ଦିଲ୍ଲୀର ଏକ ଅଂଚଳରେ ରାସ୍ତାରେ ନମାଜ ପଢୁଥିବାର ଲୋକମାନଙ୍କୁ ଜଣେ ପୋଲିସ ଅଧିକାରୀ ଗୋଇଠା ମାରୁଥିବାର ଭଭିଡିଓ ଭାଇରାଲ ହୋଇଛି। ନମାଜ ପଢ଼ୁଥିବା ଲୋକମାନଙ୍କୁ ବିନା କୌଣସି ଚିନ୍ତାରେ ଅତି ଅଭଦ୍ରତାର ସହିତ ଗୋଇଠା ମାରୁଥିବା ଦେଖି ଉପସ୍ଥିତ ଲୋକେ ଅଧିକାରୀଙ୍କ ଉପରେ ପ୍ରତିକ୍ରିୟା ପ୍ରକାଶ କରିଥିଲେ, ଯାହାପରେ ଘଟଣାସ୍ଥଳରେ ବିବାଦ ବଢି ଯାଇଥିଲା। ଲୋକମାନେ ପରେ ଅଧିକାରୀଙ୍କୁ ଘେରି ଯାଇଥିଲେ।

ଏହି ପ୍ରସଙ୍ଗରେ ଦିଲ୍ଲୀ ଉତ୍ତର ଅଂଚଳର ଡିସିପି ମନୋଜ ମୀନା କହିଛନ୍ତି ଯେ ଘଟଣାର ତଦନ୍ତ କରାଯାଉଛି। ଅଭିଯୁକ୍ତ ପୋଲିସକୁ ନିଲମ୍ବିତ କରାଯାଇଛି। ଏଥିସହିତ ସେ ଶାନ୍ତି ବଜାୟ ରଖିବା ପାଇଁ ଲୋକ ମାନଙ୍କୁ ଅପିଲ କରିଛନ୍ତି। ଅଭିଯୁକ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ଆଉ କିଛି କଠୋର ପଦକ୍ଷେପ ନିଆଯାଇପାରେ।

ଏହି ଘଟଣା ପରେ ସମ୍ପୃକ୍ତ ଅଞ୍ଚଳରେ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।
ତେବେ ଏହି ଘଟଣାକୁ ନେଇ କଂଗ୍ରେସର ଦିଲ୍ଲୀ ୟୁନିଟ୍ ପୋଲିସକୁ ନିନ୍ଦା କରିଛି। ” ଏହା ଅତ୍ୟନ୍ତ ବହୁତ ଲଜ୍ଜାଜନକ ଘଟଣା! ବୋଲି କଂଗ୍ରେସ କହିଛି। ଦିଲ୍ଲୀ ପୋଲିସ ରାସ୍ତାରେ ନମାଜ ଦେଉଥିବା ଲୋକମାନଙ୍କୁ ଗୋଇଠା ମାରୁଛନ୍ତି। ଏହାଠାରୁ ଅଧିକ ଲଜ୍ଜାଜନକ କ’ଣ ହୋଇପାରେ?”


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri