କ୍ୟାମେରା ଆଗରେ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଚାପୁଡ଼ା

ପ୍ୟାରିସ୍‌,୮ା୬: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରନଙ୍କୁ ଭିଡ଼ ଭିତରେ ଜଣେ ଚାପୁଡ଼ା ମାଡ଼ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ରାଷ୍ଟ୍ରପତିଙ୍କ ସୁରକ୍ଷା ବଢ଼ାଇ ଦିଆଯାଇଛି। ସମ୍ପୂର୍ଣ୍ଣ ଘଟଣା କଏଦ ହୋଇଛି କ୍ୟାମେରାରେ।

କୋଭିଡ୍‌-୧୯ ମହାମାରୀ ପରେ ସାଧାରଣ ଲୋକଙ୍କ ଜୀବନ କେଉଁ ଭଳି ପୂର୍ବବସ୍ଥାକୁ ଫେରୁଛି, ସେ ସମ୍ପର୍କରେ ଆଲୋଚନା ପାଇଁ ରାଷ୍ଟ୍ରପତି ମାକରନ ପୂରା ଦେଶର ଗସ୍ତ କରୁଛନ୍ତି। ମଙ୍ଗଳବାର ଫ୍ରାନ୍ସର ଦକ୍ଷିଣପୂର୍ବରେ ଥିବା ଡ୍ରୋମ୍‌ ଅଞ୍ଚଳରେ ପହଞ୍ଚିଥିଲେ ରାଷ୍ଟ୍ରପତି। ବାରିକେଡ ପାଖରେ ଛିଡ଼ା ହୋଇଥିବା ଜଣେ ଲୋକଙ୍କ ପାଖକୁ ହାତ ମିଳାଇବାକୁ ଯାଇଥିଲେ ୪୩ ବର୍ଷୀୟ ରାଷ୍ଟ୍ର ମୁଖ୍ୟ। ହେଲେ ବ୍ୟକ୍ତି ଜଣକ ରାଷ୍ଟ୍ରପତିଙ୍କ ହାତଧରି ମାକରନଙ୍କୁ ଚାପୁଡ଼ା ମାରିଥିଲେ ଓ ଅନ୍ୟ ଜଣେ ତାଙ୍କୁ ଠେଲି ଦେଇଥିଲେ। ତୁରନ୍ତ ହସ୍ତକ୍ଷେପ କରିବା ସହ ୨ ଜଣଙ୍କୁ ଗିରଫ କରିଥିଲେ ସୁରକ୍ଷା କର୍ମୀମାନେ। ଦୁଇ ଜଣଙ୍କୁ ପଚରାଉଚୁରା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri