Posted inଜାତୀୟ

ହସ୍ପିଟାଲରେ ବ୍ୟକ୍ତିଙ୍କୁ ଜାଳି ଦେଲେ

ଭୋପାଳ, ୧୧।୬: ଆକ୍ରମଣରେ ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କୁ ମଧ୍ୟ ପ୍ରଦେଶର ସାଗର ଜିଲା ହସ୍ପିଟାଲରେ ଜାଳି ଦିଆଯାଇଛି। ସମ୍ପୂର୍ଣ୍ଣ ଘଟଣା କଏଦ ହୋଇଛି ହସ୍ପିଟାଲରେ ଲାଗିଥିବା ସିସିଟିଭିରେ। ପୀଡ଼ିତଙ୍କ ନାମ ଦାମୋଦର କୋରି। ଏବେ ବୁଣ୍ଡେଲଖଣ୍ଡ ମେଡିକାଲ କଲେଜରେ ସେ ଚିକିତ୍ସାଧୀନ ଅଛନ୍ତି। ହତ୍ୟା ଉଦ୍ୟମ ମାମଲାରେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ।

ଭିଡିଓରେ ଅଭିଯୁକ୍ତ ମିଲନ ରାଜକ ହସ୍ପିଟାଲରେ ପଶି ଦାମୋଦରଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଥିଲେ। ଜୀବନ ବଞ୍ଚାଇବା ପାଇଁ ଜଳୁଥିବା ଅବସ୍ଥାରେ ହସ୍ପିଟାଲ ବାହାରକୁ ଦୌଡ଼ିଥିଲେ ଦାମୋଦର। ଆକ୍ରମଣକାରୀ ମଧ୍ୟ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

ଶୁକ୍ର-ଶନିଙ୍କ ବଡ଼ ଯୋଗ: ଏହି ୪ ରାଶି ପାଇଁ ସୁବର୍ଣ୍ଣ ସୁଯୋଗ, ଘଟିବ ଏଭଳି ଯାହା କେବେ…

ଶୁକ୍ର ଗ୍ରହ ଏବଂ ଶନି ଗ୍ରହ ୨୧ ଅଗଷ୍ଟ ୨୦୨୬, ଶୁକ୍ରବାର ସନ୍ଧ୍ୟା ୬ଟା ୧୦ ମିନିଟରେ ପରସ୍ପର ୧୮୦ ଡିଗ୍ରୀରେ ଅବସ୍ଥାନ କରିବେ। ଏହି ସମୟରେ…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି

ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri