Posted inଜାତୀୟ

ଷ୍ଟେଜ୍‌ ଉପରେ ଚଢ଼ି ବିହାର ମୁଖ୍ୟମନ୍ତ୍ରୀଙ୍କୁ ମାଡ଼

ପାଟନା,୨୭।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଘରୋଇ ସହର ଭକ୍ତିୟାରପୁରରେ ଜଣେ ଯୁବକ ଆକ୍ରମଣ କରିଛନ୍ତି। ସିସିଟିଭିରେ ପୂରା ଘଟଣା କଏଦ ହୋଇଛି। ଆକ୍ରମଣକାରୀଙ୍କୁ ଗିରଫ କରାଯିବା ସହ ବର୍ତ୍ତମାନ ପୋଲିସ ହେପାଜତରେ ରଖାଯାଇଛି।

ସ୍ଥାନୀୟ ହସ୍ପିଟାଲ କମ୍ପ୍ଲେକ୍ସରେ ଥିବା ସ୍ବାଧୀନତା ସଂଗ୍ରାମୀ ଶିଳଭଦ୍ରା ୟାଜିଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟର୍ପଣ କରିବାକୁ ମୁଖ୍ୟମନ୍ତ୍ରୀ ଯାଉଥିବା ବେଳେ ଯୁବକ ଜଣଙ୍କ ଆକ୍ରମଣ କରୁଥିବା ସିସିଟିଭି ଫୁଟେଜରେ ଦେଖିବାକୁ ମିଳୁଛି। ଆକ୍ରମଣକାରୀ ପଛ ପଟୁ ଆସି ଡାଏସ ଉପରକୁ ଦୌଡ଼ି ଯାଇ ମୁଖ୍ୟମନ୍ତ୍ରୀଙ୍କୁ ମାଡ଼ ମାରିଥିଲେ। ଉପସ୍ଥିତ ସୁରକ୍ଷାକର୍ମୀ ତାଙ୍କୁ ତୁରନ୍ତ ଘୋଷାଡ଼ି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri