Posted inଜାତୀୟ

ଛାତ୍ରୀଛାତ୍ରଙ୍କୁ ଗାଳି କଲେ ଉପମୁଖ୍ୟମନ୍ତ୍ରୀ

ପାଟଣା,୧୬।୧୧: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଦୁଇ ଡେପୁଟି ମଧ୍ୟରୁ ରେଣୁ ଦେବୀ ଆନ୍ଦୋଳନକାରୀ ଛାତ୍ରୀଛାତ୍ରଙ୍କୁ ଆଶଳୀନ ଭାଷାରେ ଗାଳି ଦେଇଥିଲେ। ସମ୍ପୂର୍ଣ୍ଣର ଘଟଣା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଭାଜପାର ବରିଷ୍ଠ ନେତ୍ରୀ ନିଜ ନିର୍ବାଚନ ମଣ୍ଡଳୀ ବେଟିୟାକୁ ଯାଉଥିବା ବେଳେ ତାଙ୍କ କାରକୁ ଘେରି ନେଇଥିଲେ ଆନ୍ଦୋଳନକାରୀ କଲେଜ ଛାତ୍ରୀଛାତ୍ର। ଏଥିରେ ଉତ୍ତ୍ୟକ୍ତ ହୋଇ କାର ମଧ୍ୟରେ ଥାଇ ଆନ୍ଦୋଳନକାରୀଙ୍କୁ ଗାଳି ଦେଇଥିଲେ। ଏହି ଘଟଣା ଗତ ୧୨ ତାରିଖରେ ରେଣୁ ଦେବୀଙ୍କ ନିର୍ବାଚନ ମଣ୍ଡଳୀ ବେଟିୟାରେ ଘଟିଥିଲା। ଭିଡିଓରେ ସେ ଏଭଳି ଭାଷାର ବ୍ୟବହାର କରିଥିଲେ, ଯାହାକୁ ଉଲ୍ଲେଖ କରିବା ସମ୍ଭବ ନୁହେଁ।

ଭାଇରାଲ ଭିଡିଓ ଉପରେ ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଜାଫରନଗରକୁ ପରୀକ୍ଷା କେନ୍ଦ୍ର କରିବା ବିରୋଧରେ ମୋ ବ୍ୟକ୍ତିଗତ ମତାମତ ଭାଇରାଲ ହେଉଛି। ମୁଁ ଖରାପ ଶବ୍ଦ ବ୍ୟବହାର କରି ନାହିଁ ଏବଂ ଭବିଷ୍ୟତରେ ମଧ୍ୟ ଭାଷାରେ ଶାଳିନତା ବଜାୟ ରଖିବି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷ ପରେ ବୁଧ-ମଙ୍ଗଳ ଗଠନ କରିବେ ଦଶାଙ୍କ ଯୋଗ: ମେଷ-କନ୍ୟା ସମେତ ଏହି ୫ ରାଶିଙ୍କ ସହ ଘଟିବ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୪ ଅଗଷ୍ଟ ୨୦୨୬ ଦିନ ଦ୍ୱିପ୍ରହର ୧୨ଟା ୩୭ ମିନିଟରେ ବୁଧ ଓ ମଙ୍ଗଳ ଗ୍ରହ ବର୍ଷ ପରେ ଦଶାଙ୍କ ଯୋଗ ଗଠନ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri