Posted inଜାତୀୟ

ୟୁପି ପଞ୍ଚାୟତ ନିର୍ବାଚନରେ ପ୍ରପୋଜରଙ୍କ ଶାଢ଼ୀ ଟାଣିଲେ

ନୂଆଦିଲ୍ଲୀ,୮।୭: ଉତ୍ତର ପ୍ରଦେଶରେ ହେବାକୁ ଯାଉଥିବା ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିଥିବାବେଳେ ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଦୃଶ୍ୟ। ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟି (ସପା)ର ପ୍ରାର୍ଥୀଙ୍କ ମହିଳା ପ୍ରସ୍ତାବକଙ୍କୁ ସର୍ବସମ୍ମୁଖରେ ମାଡ଼ ମରାଯିବା ସହ ଶାଢ଼ୀ ଟଣାଓଟରା କରାଯାଇଛି। ତାଙ୍କୁ ଆକ୍ରମଣ କରିଥିଲେ ପ୍ରତିପକ୍ଷ ଦଳର ସମର୍ଥକ। ସେମାନେ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ମଧ୍ୟ ଛଡ଼ାଇ ନେବାକୁ ଉଦ୍ୟମ କରିଥିଲେ। ରାଜଧାନୀ ଲକ୍ଷ୍ନୌଠାରୁ ୧୩୦ କିମି ଦୂର ଲଖିମପୁର ଖେରି ଅଞ୍ଚଳରେ ଘଟିଥିବା ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

 

ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଭିଡିଓ ଟୁଇଟ୍‌ କରି ଲେଖିଛନ୍ତି, ଯୋଗୀ ଆଦିତ୍ୟନାଥଙ୍କ କ୍ଷମତା ଲୋଭି ଗୁଣ୍ଡା। ସେହିଭଳି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଉ ଏକ ଭିଡିଓକୁ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଟାର୍ଗେଟ କରିଛନ୍ତି। ”ନିମ୍ନ ଲିଖିତ କାର୍ଯ୍ୟ ପାଇଁ ଭାଜପା କର୍ମୀଙ୍କୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଶୁଭେଚ୍ଛା ବିଳିବା ଦରକାର। ବହୁ ସ୍ଥାନରେ ବୋମା, ଗୁଳି, ପଥର ମାଡ଼ କରିଛନ୍ତି। ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଚିରିବାଠାରୁ ଜର୍ନାଲିଷ୍ଟଙ୍କୁ ମାଡ଼, ମହିଳାଙ୍କ ସହ ଅସଦାଚରଣ କରାଯାଇଛି। ଆଇନ ଆଖିରେ ପଟି ବାନ୍ଧି ଲୋକତନ୍ତ୍ରର ଚିରହରଣ ଚାଲିଛି ୟୁପିରେ“ ବୋଲି ପ୍ରିୟଙ୍କା ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri