Posted inଜାତୀୟ

ଛୁଆ ଧରି ଫେରୁଥିବା ମହିଳାଙ୍କୁ ହତ୍ୟା, ସିସିଟିଭିରେ କଏଦ ହେଲା ପୂରା ଘଟଣା

ନୂଆଦିଲ୍ଲୀ,୨୮।୨ : ଜାତୀୟ ରାଜଧାନୀର ଉତ୍ତର-ପଶ୍ଚିମ ଦିଲ୍ଲୀରେ ଛୁଆକୁ ଧରି ଫେରୁଥିବା ଜଣେ ୨୫ ବର୍ଷୀୟା ମହିଳାଙ୍କୁ ଛୁରିରେ ଆକ୍ରମଣ କରି ହତ୍ୟା କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ଆଦର୍ଶ ନଗର ଅଞ୍ଚଳରେ ଘଟିଥିବା ଏହି ଘଟଣା କଏଦ ହୋଇଛି ନିକଟସ୍ଥ ଘରେ ଲାଗିଥିବା ସିସିଟିଭିରେ। ଗତ ଦୁଇ ଦିନରେ ଦ୍ୱିତୀୟ ଥର ପାଇଁ ଏଭଳି ଘଟଣା ଏହି ଅଞ୍ଚଳରୁ ସାମ୍ନାକୁ ଆସିଛି। ହତ୍ୟା ମାମଲାରେ ମହମ୍ମଦ ଆକିବୁଲ ଓ ଶେଖ ଫର୍ଦିନଙ୍କୁ ଗିରଫ କରିଛି ପୋଲିସ।

ମୃତ ମହିଳାଙ୍କ ନାମ ସିମରନ କୌର। ସେ ଶନିବାର ରାତିରେ ମାର୍କେଟରୁ ଘରକୁ ଫେରୁଥିବାବେଳେ ଜଣେ ଲୁଟେରା ତାଙ୍କ ଚେନ ଲୁଟ୍‌ କରିବାକୁ ଉଦ୍ୟମ କରିଥିଲା। ସିମରନ ଏହାର ପ୍ରତିରୋଦ୍ଧ କରିବାରୁ ଛୁରୀରେ ଆକ୍ରମଣ କରି ଘଟଣାସ୍ଥଳରୁ ଖସି ପଳାଇଥିଲା ଲୁଟେରା ଜଣକ। କାନାଡାରୁ ଫେରିଥିବା ବଡ଼ ଭଉଣୀ ପୂଜାଙ୍କୁ ଦେଖା କରିବା ପାଇଁ ଗତ ସପ୍ତାହରେ ଜାତୀୟ ରାଜଧାନୀକୁ ଆସିଥିଲେ ସିମରନ।


Enter your email to get our daily news in your inbox.

All Right Reserved By Dharitri.Com

ୱିଣ୍ଡଫଲ୍‌ ଟ୍ୟାକ୍ସ ବଢ଼ାଇଲା କେନ୍ଦ୍ର

ନୂଆଦିଲ୍ଲୀ,୧୬।୧୦: ଘରୋଇ ଉତ୍ପାଦିତ ଅଶୋଧିତ ତୈଳ ତଥା ଆଭିଏସନ ଟର୍ବାଇନ ଇନ୍ଧନ ଏବଂ ଡିଜେଲ ରପ୍ତାନି ଉପରେ କେନ୍ଦ୍ର ସରକାର ଅତିରିକ୍ତ ଏକ୍ସାଇଜ୍‌ ଡ୍ୟୁଟି ବୃଦ୍ଧି...

ପୁଣି ସଙ୍କଟ…

ନୂଆଦିଲ୍ଲୀ, ୬।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ବସ୍‌ ସହ ୪ ଯାତ୍ରୀ ଦଗ୍ଧ, ୨୦ ଆହତ

କଟ୍ରା,୧୪।୫: ଜମ୍ମୁ-କଶ୍ମୀରର କଟ୍ରା ନିକଟରେ ଶୁକ୍ରବାର ଏକ ତୀର୍ଥଯାତ୍ରୀ ବସ୍‌ରେ ନିଆଁ ଲାଗିଯିବାରୁ ୪ ଯାତ୍ରୀ ଜୀବନ୍ତ ଦଗ୍ଧ ହେବା ସହ ୨୦ରୁ ଊର୍ଦ୍ଧ୍ୱ ଆହତ...

ଓ୍ବାର୍ଲଡ କପ୍‌ ପ୍ରେମ: ସୁନାରେ ବ୍ୟାଟ, ବଲ ତିଆରି କଲେ ଯୁବକ

ଅହମ୍ମଦାବାଦ,୧୬।୬: ଗୁଜରାଟ ଅହମ୍ମଦାବଦର ମନିଷ ସୋନୀ ନାମକ ଜଣେ ଯୁବକ ଏବେ ଖୁବ୍‌ ଚର୍ଚ୍ଚାରେ। କ୍ରିକେଟ ଓ୍ବାର୍ଲଡ କପ୍‌ ଚାଲିଥିବା ସମୟରେ ସେ ସୁନାରେ କ୍ରିକେଟ...

୯୩ ଘଣ୍ଟା ପରେ ବି ଏଏନ୍‌-୩୨ନିଖୋଜ: ସର୍ଚ୍ଚ ଅପରେସନ୍‌ରେ ସାମିଲ ହେଲା ଅତ୍ୟାଧୁନିକ ସେନ୍ସର ପି୮ଆଇ

ନୂଆଦିଲ୍ଲୀ,୭।୬: ଭାରତୀୟ ବାୟୁସେନାର ଟ୍ରାନ୍ସପୋର୍ଟର ବିମାନ ଏଏନ୍‌-୩୨ର ଏବେ ବି ପତ୍ତା ମିଳିପାରିନାହିଁ। ଜୁନ ୩ ଦ୍ୱିପହର ୧ଟାରେ ନିଖୋଜ ହୋଇଥିବା ବିମାନର ପତ୍ତା ଲଗାଇବା...

କର୍ମୀଙ୍କୁ ଟେକା ଫିଙ୍ଗିଲେ ମନ୍ତ୍ରୀ

ଥିରୁଭାଲୁର,୨୫ା୧: ତାମିଲନାଡୁର ଜଣେ ମନ୍ତ୍ରୀ ଦଳୀୟ କର୍ମୀଙ୍କ ଉପରକୁ ଟେକା ଫିଙ୍ଗିବା ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଥିରୁଭାଲୁର ଜିଲାରେ ଏକ କାର୍ଯ୍ୟକ୍ରମରେ...

ଗାନ୍ଦେରବଲ୍‌ରେ ସର୍ଚ୍ଚ ଅପରେଶନ୍‌: ୨ ହିଜିବୁଲ୍‌ ଆତଙ୍କବାଦୀ ଗିରଫ; ଏକେ-୪୭ ସହିତ ବହୁ ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରରେ ସର୍ଚ୍ଚ ଅପରେଶନ୍‌ ସମୟରେ ସୋମବାର ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସ୍ଥାନୀୟ ଗାନ୍ଦେରବଲ୍‌ ଅଞ୍ଚଳରୁ ୨ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀଙ୍କୁ ଗିରଫ...

ଚାଷୀଙ୍କ ପାଇଁ ହଜାରେ କୋଟିର କଲ୍ୟାଣ ପାଣ୍ଠି ଘୋଷଣା କଲେ ଗେହଲଟ୍‌ ସରକାର

ଜୟପୁର,୧୦।୭: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାର ଚାଷୀଙ୍କ ପାଇଁ ହଜାରେ କୋଟି ଟଙ୍କାର କଲ୍ୟାଣ ପାଣ୍ଠି ଗଠନ ସମ୍ପର୍କରେ ଘୋଷଣା କରିଛନ୍ତି। ବୁଧବାର ରାଜ୍ୟ...

Advertisement
Archives

Model This Week