Posted inଜାତୀୟ

ଦୁଇଦିନ ପରେ ଦିଲ୍ଲୀରେ ହେବ ଭାରତ ଯୋଡୋ ଯାତ୍ରା, ଏବେ ରାଜନୀତି ବାତାବରଣ ହେବ ଆହୁରି ଉଷ୍ମ

ନୂଆଦିଲ୍ଲୀ,୨୨ ।୧୨: ଚାଇନାରେ କୋଭିଡ-୧୯ର ସଂକ୍ରମଣ ଓ ପାର୍ଲାମେଣ୍ଟର ଉଷ୍ମ ବାତାବରଣ ସହ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡବିୟଙ୍କ ପତ୍ର ରାଜନୀତିର ପାରାକୁ ଆହୁରି ବଢାଇ ଦେଇଛି । ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଏବେ ଏହାକୁ ବଡ ଆକ୍ରମଣାତ୍ମକ ମୋଡ ଦେଇଦେଇଛନ୍ତି । ଗୁରୁବାର ବି ସଂସଦରେ ରାଜନୈତିକ ପାରା ବଢି ଯାଇଛି । ଜଣେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି ଯେ ଆଜି କିଛି ଖବରକାଗଜ ଓ କିଛି ଟେଲିଭିଜନ ଚ୍ୟାନେଲରେ ଅଚାନକ ଭୟ କଲାଭଳି କୋଭିଡ-୧୯ ଖବର ପସାରଣ କରିଛନ୍ତି । ଜବାବରେ ସେ କହିଛନ୍ତତି କି କନ୍ୟାକୁମାରୀରୁ ଯାତ୍ରା ଆରମ୍ଭ କରି ୧୦୭ ଦିନ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରା ମାଧ୍ୟମରେ ୨ ଦିନ ପରେ ଦିଲ୍ଲୀରେ ପହଞ୍ଚିବେ ।
୨୪ ଡିସେମ୍ବରକୁ ଭାରତ ଯୋଡୋ ଯାତ୍ରା ଦିଲ୍ଲୀରେ କରାଯିବ । ଏହାପରେ ଏହି ଯାତ୍ରା ହରିୟାଣାରୁ ପଞ୍ଜାବ ଓ ପରେ ଜମ୍ମୁ-କଶ୍ମୀର ଯିବ । ପୂର୍ବତନ ଏମପି କମଲ କିଶୋର କମାଣ୍ଡୋଙ୍କ ସୂଚନା ଅନୁଯାୟୀ, ରାହୁଲ ଗାନ୍ଧୀଙ୍କ ଏହି ଯାତ୍ରାକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଛଯପଟ ହେଉଛନ୍ତି । କମଲ କିଶୋର କହିଛନ୍ତି ୩ ଦିନ ପୂର୍ବରୁ ଭାଜପାର କୌଣସି ନେତା ଓ ମନ୍ତ୍ରୀଙ୍କୁ କରୋନା ଚିନ୍ତା ନ ଥିଲା । ହେଲେ ଗତକାଲିଠାରୁ ସମସ୍ତେ କରୋନାରେ ସଂକ୍ରମିତ ହୋଇ ଯାଇଛନ୍ତିି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ ତ ମାସ୍କ ପିନ୍ଧି ଟିଭିରେ ନିଜର ପ୍ରତିକ୍ରିୟା ଦେବାକୁ ଚାଲି ଆସିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?