Video: ଭୁବନେଶ୍ୱର ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ କଲେ ଦୁର୍ବୁତ୍ତ, ଭିଡିଓ ଭାଇରାଲ
ଭୁବନେଶ୍ୱର, ୩୦।୬: ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ସୋମବାର ନିଜ ଅଫିସରେ କିଛି ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଘଟଣାଟି ସେତେବେଳେ ଘଟିଥିଲା ଯେତେବେଳେ ସାହୁ ଗ୍ରୀଭାନ୍ସ ରିଡ୍ରେସାଲ ବୈଠକରେ ବ୍ୟସ୍ତ ଥିଲେ। ରିପୋର୍ଟ ଅନୁସାରେ, ଛଅ ଜଣ ଅଜଣା ଯୁବକ ସାହୁଙ୍କ ଚାମ୍ବରକୁ ଅନଧିକୃତ ଭାବେ ପ୍ରବେଶ କରି ବିନା କାରଣରେ ତାଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣର ଉଦ୍ଦେଶ୍ୟ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଘଟଣାର ଏକ ଭିଡିଓ … Continue reading Video: ଭୁବନେଶ୍ୱର ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ କଲେ ଦୁର୍ବୁତ୍ତ, ଭିଡିଓ ଭାଇରାଲ
Copy and paste this URL into your WordPress site to embed
Copy and paste this code into your site to embed