Posted inଜାତୀୟ

ଅତିକ୍‌, ଅଶ୍ରଫ୍‌ ହତ୍ୟା ପଛରେ ସ୍କ୍ରିପ୍ଟ ଲେଖା ହୋଇଛି: ତେଜସ୍ବୀ

ନୂଆଦିଲ୍ଲୀ/ପାଟନା,୧୭।୪: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଅତିକ୍‌ ଅହମଦ ଏବଂ ଭାଇ ଅଶ୍ରଫ୍‌ଙ୍କୁ ପୋଲିସ ମେଡିକାଲ ଯାଞ୍ଚ ପାଇଁ ନେଉଥିବା ବେଳେ ହୋଇଥିବା ହତ୍ୟା ଘଟଣାକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପ ମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ସୋମବାର ନିନ୍ଦା କରିଛନ୍ତି। ଏପରିକି ଉତ୍ତରପ୍ରଦେଶର ଆଇନ ଶୃଙ୍ଖଳା ବିଫଳ ବୋଲି ୨ ନେତା ଅଭିଯୋଗ କରିଛନ୍ତି।

ନୀତୀଶ କହିଛନ୍ତି, ଅପରାଧ ଦୂରକରିବା ଅର୍ଥ ଅପରାଧୀଙ୍କୁ ହତ୍ୟା କରିବା ନୁହେଁ। ନ୍ୟାୟ ପ୍ରଦାନ ପାଇଁ କୋର୍ଟ ରହିଛି। ପୋଲିସ ସୁରକ୍ଷା ପ୍ରତି ଧ୍ୟାନଦେବା ଉଚିତ। ମେଡିକାଲ ଯାଞ୍ଚ ପାଇଁ ନିଆଯାଉଥିବା ବେଳେ ୨ ଭାଇଙ୍କୁ ପୋଲିସ ଉପସ୍ଥିତିରେ ଗୁଳିକରି ହତ୍ୟା କରାଯିବା ଘଟଣା ଦୁଃଖର ବିଷୟ ବୋଲି ସେ କହିଛନ୍ତି।

ଏପରିକି ମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଏହି ଘଟଣାକୁ ନିନ୍ଦା କରିବା ସହ ଗ୍ୟାଙ୍ଗ୍‌ଷ୍ଟର ଏବଂ ତାଙ୍କ ଭାଇଙ୍କ ହତ୍ୟା ପଛରେ ଏକ ସ୍କ୍ରିପ୍ଟ ଲେଖାହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ଲଣ୍ଡନ,୯ା୬: ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ଓ ତାଙ୍କ ଟିମ୍‌ମେଟ୍‌ ଗସ୍‌ ଆଟକିନସନ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ କ୍ରିକେଟରୁ ବାଦ୍‌ ପଡ଼ିଛନ୍ତି। ଦଳର ପ୍ରୋଟୋକଲ ଭଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri